ଆଜି ହୋଲି : ଗାଁଠୁ ସହର ଯାଏ ସବୁଠି ଉତ୍ସବ ମୁଖର

ଭୁବନେଶ୍ବର,୮।୩(ବ୍ୟୁରୋ): ଆଜି ହେଉଛି ହୋଲି ପର୍ବ। ରଙ୍ଗର ପର୍ବ ହୋଲିକୁ ନେଇ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ହିନ୍ଦୁ ପରମ୍ପରା ଅନୁଯାୟୀ ଦୋଳ ପୂର୍ଣ୍ଣିମା ଅବସରରେ ଦୋଳଗୋବିନ୍ଦ ଅବିର ଖେଳିଛନ୍ତି। କରୋନା କଟକଣା ପାଇଁ ୨ ବର୍ଷ ହେଲା ରଙ୍ଗ ବଜାର ଫିକା ପଡିଥିବା ବେଳେ ବେଳେ ଏ ବର୍ଷ ରଙ୍ଗ ବଜାର ଜମିଲାଣି। ରାଗ, ରୁଷା ଭୁଲି ସଭିଏଁ ଏକାଠି ହୋଇ ଏହି ପର୍ବକୁ ପାଳନ କରନ୍ତି। ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ ।


Enter your email to get our daily news in your inbox.

All Right Reserved By Dharitri.Com

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?