ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱରୟ,୮।୩(ବ୍ୟୁରୋ): ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ଭଳି ଏହି ଦିନକୁ ସାରା ବିଶ୍ୱରରେ ମହିଳାଙ୍କ ପାଇଁ ପାଳନକରାଯାଏ। ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ବୀକୃତି ଓ ସମ୍ବର୍ଦ୍ଧନା ଏହି ଦିନରେ ଦିଆଯାଇଥାଏ ।