ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି ଯାହା କରାଯାଉଛି। ଭକ୍ତଙ୍କୁ ମନ୍ଦିର ପ୍ରବେଶ ମନା। ଲୋକେ ବାହାରୁ ପ୍ରଭୁଙ୍କ ଆଶୀର୍ବାଦ ନେଉଛନ୍ତି। ଏଥିସହିତ ଘରେ ଘରେ ବି ଜନ୍ମାଷ୍ଟମୀ ପାଳନ କରୁଛନ୍ତି।

ରାଜଧାନୀର ଇସ୍କନ, ରାମମନ୍ଦିରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ମାତ୍ର ମନ୍ଦିର ଭିତରକୁ ଭକ୍ତମାନେ ଯିବାକୁ ବାରଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ...

ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ...

୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି

ଭୁବନେଶ୍ୱର, ୯।୧୨(ବ୍ୟୁରୋ): ୨୦୧୯-୨୦ ଶିକ୍ଷା ବର୍ଷରେ ୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ଏଥିମଧ୍ୟର ନୂଆପଡ଼ାରୁ ସର୍ବାଧିକ ୮୯୬, ଗଞ୍ଜାମ ୫୮୩, ମୟୂରଭଞ୍ଜ ୫୪୨, ସୁନ୍ଦରଗଡ଼...

ସ୍ମାର୍ଟସିଟିରେ ଦହଗଞ୍ଜ ୧୨ ବସ୍ତିର ବାସିନ୍ଦା

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଭୁବନେଶ୍ୱରକୁ ମଡେଲ ସିଟିରେ ପରିଣତ କରିବା ପାଇଁ ଯୋଜନା ପରେ ଯୋଜନା କରାଯାଉଛି। କିନ୍ତୁ ଏବେ ବି ସ୍ମାର୍ଟସିଟିରେ ରହୁଥିବା ଅନେକ ବସ୍ତିବାସିନ୍ଦା ମୌଳିକ...

ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

କରୋନା ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା ମୁକାବିଲା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୪୬.୩୫କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ହେଲେ ଏହା ଯଥେଷ୍ଟ...

ଏସ୍‌ସିବିରୁ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି

କଟକ ଅଫିସ,୧୦।୭: ଏସ୍‌ସିବି ମେଡିକାଲ ଅଡିଟୋରିୟମରୁ ପ୍ରାୟ ୩୦ଲକ୍ଷ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡ଼ିଛି। କେବେଠୁ ଏହି ଚୋରି ହେଲାଣି ସେ ସମ୍ପର୍କରେ ମେଡିକାଲ...

Advertisement
Archives

Model This Week