ଆଜି କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଲୋକେ

ଭୁବନେଶ୍ୱର/କଟକ,୨୭ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର’ କହି ଗାଁଠୁ ସହର ଯାଏ ସମସ୍ତ ଲୋକେ ଡଙ୍ଗା ଭସାଇଛନ୍ତି ଲୋକେ। ଲିଙ୍ଗରାଜ ମନ୍ଦିର ନିକଟ ବିନ୍ଦୁସାଗରରେ ଆଜି ଭୋର୍‌ରୁ ଶହଶହ ଶ୍ରଦ୍ଧାଳୁ ଡଙ୍ଗା ଭସାଇଛନ୍ତି। ସେହିପରି କଟକର ଗଡ଼ଗଡ଼ିଆ ଘାଟରେ ମଧ୍ୟ ଶହଶହ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଉତ୍କଳୀୟ ନୌବାଣିଜ୍ୟ ପରାମ୍ପରାକୁ ମନେ ପକାଇ ଡଙ୍ଗା ଭସାଇଛନ୍ତି। ଆଜି କଟକର ପ୍ରସିଦ୍ଧ ବାଲିଯାତ୍ରା ଆରମ୍ଭ ହେଉଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ପ୍ରେମ ନିବେଦନ କଲେ ପ୍ରଫେସର, ତା’ପରେ ଯାହା ଘଟିଲା… କ୍ୟାମ୍ପସରେ ହଇଚଇ

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁ ଗ୍ରାମୀଣ ଜିଲାର ଟି. ବେଗୁରରେ ଥିବା ଶ୍ରୀ ସିଦ୍ଧାର୍ଥ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ରିସର୍ଚ୍ଚ ସେଣ୍ଟରରେ ବୁଧବାର ଏକ ଅଜବ ଏବଂ…

ଇରାନକୁ ବୋକା ବନାଉଛି ଆମେରିକା? ବୁଝନ୍ତୁ ଟ୍ରମ୍ପଙ୍କ ଡବଲ ଗେମ

ଓ୍ବାଶିଂଟନ,୨୭।୩: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ତୀବ୍ରତର ହେଉଛି। ଏହି ସମୟରେ, ଆମେରିକାର ରଣନୀତି ଉପରେ ନଜର ରଖାଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାତାର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

ଆମକୁ କତାର ଭାବନ୍ତୁ ନାହିଁ, କାହିଁକି ଇସ୍ରାଏଲକୁ ଧମକାଇଲା ପାକିସ୍ତାନ? କହିଲା…

ଇସଲାମାବାଦ,୨୭।୩: ଇରାନ ଯୁଦ୍ଧ ମଧ୍ୟରେ, ପାକିସ୍ତାନ ଆମେରିକାର ମିତ୍ର ଇସ୍ରାଏଲକୁ ଧମକ ଦେଇଛି। ପାକିସ୍ତାନ ସ୍ପଷ୍ଟ ଭାବରେ ଚେତାବନୀ ଦେଇଛି ଯେ ଏହା କତାର ନୁହେଁ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri