ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ: ଅପରାହ୍ନ ୪ଟାରେ ହେବ ପହଣ୍ଡି

ପୁରୀ ଅଫିସ,୨୩ା୭:ନବଦିନାମତ୍କ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ମହାପ୍ରଭୁ। ଭଉଣୀ ଭାଇଙ୍କ ସହ ସିଂହଦ୍ୱାର ସମ୍ମୁଖରେ ତିନିରଥ ଉପରେ ଅଛନ୍ତି ମହାପ୍ରଭୁ। ଗୁରୁବାର ଅଧରପଣା ନୀତି ସମ୍ପନ୍ନ ହୋଇଥିବା ବେଳେ ଶୁକ୍ରବାର ନୀଳାଦ୍ରିବିଜେ ନୀତି ହେବ। ରନତ୍ବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଶେଷ ହେବ ଚଳିତବର୍ଷ ଘୋଷଯାତ୍ରା। ଏହାପରେ ଶନିବାର ଭକ୍ତମାନେ ନୀଳାଚଳ ଅବଢ଼ା ପାଇବେ। ତେବେ କଟକଣା ଯୋଗୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇବେନି ଭକ୍ତ।
ନୀଳାଦ୍ରିବଜେ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ମଙ୍ଗଳ ଆଳତି ପ୍ରାତଃ ୪ଟାରେ ହେବ। ମଇଲମ ତଡ଼ପଲାଗି ୪ଟା ୩୦, ଅବକାଶ ଭୋର ୫ଟା, ବେଶ ଶେଷ ୫ଟା ୩୦, ଗୋପାଳବଲ୍ଲଭ ସକାଳ ୬ଟା ୩୦, ସକାଳ ଧୂପ ୭ଟାରୁ ୮ଟା, ମଇଲମ ୮ଟା ୩୦, ମହାସ୍ନାନ ଓ ସର୍ବାଙ୍ଗ ୯ଟା ୩୦, ବେଶ ଶେଷ ୧୦ଟା, ମଧ୍ୟାହ୍ନ ଧୂପ ୧୦ଟା ୩୦ରୁ ୧୧ ଟା ୩୦, ମଇଲମ ଓ ବେଶ ୧୧ଟା ୪୫ରୁ ୧୨ଟା, ଚାରମାଳବନ୍ଧା ୧ଟା ୩୦ରୁ ୩ଟା ୩୦, ସିଂହାସନ ମାଜଣା ୩ଟା ୩୦, ପୁଷ୍ପାଞ୍ଜଳି ୩ଟା ୫୦, ପହଣ୍ଡି ଆରମ୍ଭ ୪ଟା, ପହଣ୍ଡି ଶେଷ ରାତି ୧୦ଟା, ଶ୍ରୀମୁଖ ଖଣ୍ଡୁଆ ୧ଟା ୧୦, ଚାରମାଳ ଫିଟା ୧ଟା ୧୫ରୁ ୨ଟା ୧୫, ସୁଦର୍ଶନ ସିଂହାସନକୁ ବିଜେ ୨ଟା ୩୦, ଶ୍ରୀମୁଖ ଖଣ୍ଡିଆ ମଇଲମ ୨ଟା ୩୦, ଚକା ପୋଛା ୨ଟା ୪୫, ସିଂହାସନ ଧୁଆ ୩ଟା, ମାଧବ, ଶ୍ରୀଦେବୀ ଓ ଭୂଦେବୀ ସିଂହାସନକୁ ବିଜେ ୩ଟା ୧୦, ମହାସ୍ନାନ ଶେଷ ୩ଟା ୩୦, ରୋଷହୋମ ୩ଟା ୩୫, ମଇଲମ ୩ଟା ୩୫, ଚନ୍ଦନଲାଗି ୩ଟା ୪୫, ସୂର୍ଯ୍ୟପୂଜା ୪ଟା, ଦ୍ୱାରପାଳ ପୂଜା ୪ଟା ୧୫, ବଡ଼ସିଂହାର ବେଶ ୪ଟା ୧୫, ବଡ଼ସିଂହାର ଭୋଗ ୪ଟା ୪୫ ଏବଂ ରାତ୍ର ପହୁଡ ଭୋର ୫ଟାରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri