ଆଜି ସାବିତ୍ରୀ ବ୍ରତ, ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୨୬।୫: ଆଜି ହେଉଛି ସାବିତ୍ରୀ ଅମାବାସ୍ୟା। ଏହି ଉପଲକ୍ଷେ ସକାଳୁ ରାଜଧାନୀର ବିଭିନ୍ନ ମନ୍ଦିରରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି। ଓଡ଼ିଆ ଘରର ପରମ୍ପରା ଅନୁଯାୟୀ, ସଧବା ମହିଳାମାନେ ଏହି ବ୍ରତ ପାଳନ କରିଥାନ୍ତି। ମହିଳାମାନେ ଉପବାସ ରଖିବା ସହ କେହି କେହି ଘରେ ପୂଜାର୍ଚ୍ଚନା କରୁଥିବା ବେଳେ କେହି କେହି ମନ୍ଦିର ଯାଇ ସ୍ବାମୀଙ୍କ ଦୀର୍ଘଜୀବନ କାମନା କରିଥାନ୍ତି।

ପୌରାଣିକ ଅନୁଯାୟୀ, ମହାସତୀ ସାବିତ୍ରୀ ସ୍ବାମୀ ସତ୍ୟବାନଙ୍କୁ ଯମରାଜାଙ୍କ ନିକଟରୁ ଫେରାଇ ଆଣିବା ପାଇଁ ଏହି ବ୍ରତ ପାଳନ କରିଥିଲେ। ସେହିଦିନଠାରୁ ଓଡ଼ିଶାର ପୁରପଲ୍ଲୀରେ ମହିଳାମାନେ ଏହି ବ୍ରତ ପାଳନ କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri