ଆଜି ସିରିଶାଙ୍କ ମହାକାଶ ଯାତ୍ରା

ଭାରତୀୟ ବଂଶୋଦ୍ଭବ ସିରିଶା ବାନ୍ଦଲା ରବିବାର ଆମେରିକୀୟ ବିଲିୟନେୟାର ତଥା ଭର୍ଜିନ ଗାଲାକ୍ଟିକ୍‌ ମାଲିକ ରିଚାର୍ଡ ବ୍ରାନସନ୍‌ଙ୍କ ସହ ନ୍ୟୁ ମେକ୍ସିକୋରୁ ମହାକାଶକୁ ଯାତ୍ରା କରିବେ। ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାରେ ଜନ୍ମିତ ୩୪ ବର୍ଷୀୟ ଏରୋନଟିକାଲ ଇଞ୍ଜିନିୟର ସିରିଶା ଟେକ୍‌ାସ୍‌ ହ୍ୟୁଷ୍ଟନରେ ବଡ଼ ହୋଇଥିଲେ। ମହାକାଶ ଯାତ୍ରା କରିବାରେ କଳ୍ପନା ଚାଓ୍ବଲା ଏବଂ ସୁନିତା ଓ୍ବିଲିୟମ୍ସଙ୍କ ପରେ ସେ ତୃତୀୟ ଭାରତୀୟ ବଂଶୋଦ୍ଭବ ହେବେ। ଭର୍ଜିନ ଗାଲାକ୍ଟିକ୍‌ ସ୍ପେସ୍‌କ୍ରାଫ୍ଟରେ ସେ ରିସର୍ଚ୍ଚର ଏକ୍ସପେରିଏନ୍ସ ଦାୟିତ୍ୱ ତୁଲାଇବେ। ୨୦୨୧ ଜାନୁୟାରୀରେ ସିରିଶା ଭର୍ଜିନ ଗାଲାକ୍ଟିକ୍‌ର ଗର୍ଭନମେଣ୍ଟ ଆଫାୟର୍ସ ଆଣ୍ଡ୍‌ ରିସର୍ଚ୍ଚ ଅପରେଶନ ବିଭାଗ ଉପାଧ୍ୟକ୍ଷ ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ମୋରିସନ୍‌

କାନ୍‌ବେରା, ୮ା୨:  ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ ଜଣେ ପୂର୍ବତନ ମହିଳା କର୍ମଚାରୀଙ୍କୁ ବଳାତ୍କାର ମାମଲାରେ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ ମଙ୍ଗଳବାର ତାଙ୍କୁ କ୍ଷମା ମାଗିଛନ୍ତି। ପାର୍ଲାମେଣ୍ଟର ପ୍ରତିରକ୍ଷା...

୮୦୦କି.ମି. ପଛେଇ ଚାଲିଲେ ଇଣ୍ଡୋନେସୀୟ ବ୍ୟକ୍ତି

ଜାକର୍ତ୍ତା: ପୂର୍ବ ଜାଭାର ଜଣେ ବ୍ୟକ୍ତି ଅବିଚାରିତ ଗଛକଟା ବିରୋଧରେ ସଚେତନତା ସୃଷ୍ଟିଲାଗି ପଛେଇ ପଛେଇ ଚାଲି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ସେ...

‘ଭୟଭିତ ହୁଅ ନାହିଁ’

ନୂଆଦିଲ୍ଲୀ,୧୬।୨: ୟୁକ୍ରେନରେ ବସବାସ କରୁଥିବା ଭାରତୀୟଙ୍କୁ ସ୍ବଦେଶ ଫେରିବା ପାଇଁ ଫ୍ଲାଇଟ୍‌ ମିଳୁନାହିଁ। ଏହାକୁ ନେଇ ଭୟବିତ ନ ହେବାକୁ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି।...

ତାଲିବାନ ନେଇ ଜାତିସଂଘ ସୁରକ୍ଷା ପରିଷଦର ୟୁ ଟର୍ନ…

ଜେନେଭା/ନୂଆଦିଲ୍ଲୀ,୨୯।୮: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଆତଙ୍କବାଦୀ ବିରୋଧୀ ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ତଥା ଆଶ୍ଚର୍ଯ୍ୟଜନକ ୟୁ ଟର୍ନ ନେଇଛି। ଏହା ଆତଙ୍କବାଦୀ ଷ୍ଟେଟ୍‌ମେଣ୍ଟ୍‌ରୁ ତାଲିବାନ...

ପୁରୁଷଙ୍କୁ ବଳାତ୍କାର କରୁଛନ୍ତି ରୁଷୀୟ ସୈନ୍ୟ

ବ୍ରସେଲ୍ସ, ୫ା୫: ୟୁକ୍ରେନ୍‌ ଦଖଲ ପାଇଁ ଯାଇଥିବା ରୁଷୀୟ ସୈନ୍ୟଙ୍କ ଅମାନବୀୟ ଓ ବର୍ବର କାଣ୍ଡର ତାଲିକା ଲମ୍ବିଚାଲିଛି। ସାମରିକ ଅଭିଯାନ ନାଁରେ ୨ ମାସରୁ...

ଦକ୍ଷିଣ କୋରିଆରେ ବଢୁଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୭।୨: ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ କୋରିଆରେ ୩୩୪ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ଭାଇରସ ସଂକ୍ରମିତଙ୍କ...

ଜାତିସଂଘ ଅପାରଗ: ପୋପ୍‌

ଭାଟିକାନ୍‌ ସିଟି, ୭ା୪: ୟୁକ୍ରେନ୍‌ରେ ଯୁଦ୍ଧ ରୋକିବାରେ ଜାତିସଂଘର ଅପାରଗତା ପଦାକୁ ଆସିଛି ବୋଲି କ୍ୟାଥୋଲିକ୍‌ ଚର୍ଚ୍ଚ ମୁଖ୍ୟ ପୋପ୍‌ ଫ୍ରାନ୍ସିସ୍‌ ବୁଧବାର କହିଛନ୍ତି। ଏଥିସହ...

ମଦ ଶୁଙ୍ଘିଲେ ଆଉ ହେବନି କରୋନା ସଂକ୍ରମଣ, ଦାବି କଲେ ବୈଜ୍ଞାନିକ…

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ମାର୍ଗଦର୍ଶିକା ଅନ୍ତର୍ଗତ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା...

Advertisement
Archives

Model This Week