ଆଜି ସ୍ମାଇଲ ଗୋଲ୍ଡର ୨ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୩୦।୩: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୨ୟ ବାର୍ଷିକ ଉତ୍ସବ ଗୁରୁବାର ପାଳନ ହେବ ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଗ୍ରାହକମାନଙ୍କ ପାଇଁ ସୁନାଗହଣା ଉପରେ ଶୂନ ଗଢ଼ା ମୂଲ୍ୟ ସହ ହୀରା ଗହଣା, ରୁପା ଏବଂ ଜେମ୍‌ଷ୍ଟୋନ୍‌ ଓ ଘଣ୍ଟା ଆଦି ଉପରେ ଆକର୍ଷଣୀୟ ଅଫର ଦିଆଯାଉଛି। ବିଶେଷକରି ରୁପା ଅଳଙ୍କାରର ଗଢ଼ା ମଞ୍ଜୁରୀ ଉପରେ ଫ୍ଲାଟ୍‌ ୫୦% ଦିଆଯାଉଥିବା ବେଳେ ହୀରା ଗହଣାର ଉପରେ ଫ୍ଲାଟ୍‌ ୨୫%ର ରିହାତି ଏବଂ ବ୍ରାଣ୍ଡେଡ୍‌ ଘଣ୍ଟା ଉପରେ ଫ୍ଲାଟ୍‌ ୨୫% ରିହାତି ମିଳୁଥିବା ପ୍ରତିଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ବିଭିନ୍ନ ସାମଗ୍ରୀର ଫ୍ରେମ୍‌ ଉପରେ ଫ୍ଲାଟ୍‌ ୨୫%ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ଉଲ୍ଲେଖଯୋଗ୍ୟ, ପବିତ୍ର ରାମନବମୀରୁ ଉପରୋକ୍ତ ଅଫର ଚଳିତ ବର୍ଷର ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଉପଲବ୍ଧ ସାଙ୍ଗକୁ ଗ୍ରାହକମାନଙ୍କ ପାଇଁ ଲକି ଡ୍ରର ସୁବିଧା ମଧ୍ୟ ରହିଛି। ଏପରିକି ପ୍ରତି ୨୦,୦୦୦ ଙଟଙ୍କାର କ୍ରୟ ଉପରେ ଏକ ଆକର୍ଷଣୀୟ ପୁରସ୍କାରର କୁପନ ମିଳିବ। ଉକ୍ତ କୁପନଧାରୀ ଲକି ଡ୍ର ଜରିଆରେ ଆକର୍ଷଣୀୟ ଡାଏମଣ୍ଡ ପେଣ୍ଡାଣ୍ଟ, ଫାଷ୍ଟଟ୍ରାକ୍‌ ଓ୍ବାଚ୍‌ ,ହୀରାମୁଦି, ମିକ୍ସର ଗ୍ରାଇଣ୍ଡର ଏବଂ ସ୍ବର୍ଣ୍ଣମୁଦ୍ରା ଭଳି ଅନେକ ଉପହାର ଜିତିବାର ସୁଯୋଗ ପାଇପାରିବେ ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?