ଆଜି ତକ୍ଷକ ୨.୦ ବାଣିଜ୍ୟ ପ୍ରଦର୍ଶନୀ

ଭୁବନେଶ୍ୱର ,୧୭।୩: ରାଜ୍ୟର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ବିଏନ୍‌ଆଇ ଆଚିଭର୍ସ କଟକ ଶାଖା ପକ୍ଷରୁ ଏକ ଦିନିକିଆ ବାଣିଜ୍ୟ ପ୍ରଦର୍ଶନୀ ‘ତକ୍ଷକ୨.୦’ ରବିବାର କଟକ ୟୁନିୟନ କ୍ଲବ ପରିସରରେ ଆୟୋଜନ ହେବାକୁ ଯାଉଛି। ଉକ୍ତ ପ୍ରଦର୍ଶନୀରେ ୧୦୦ଟି ଷ୍ଟଲ୍‌ ସହ ୧୦୦୦ରୁ ଅଧିକ ବିଜ୍‌ନେସ୍‌ ପ୍ରମୋଟରମାନେ ମଧ୍ୟ ଅଂଶ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଏନ୍‌ଆଇ କଟକ ଶାଖାର ସଭାପତି ଅନୁରାଗ ସରାଫ, ଉପସଭାପତି ଭିନିତ ସେଠିଆ, ସଂଯୋଜକ ଜୟମିତ ଟାଙ୍ଗଙ୍କ ସମେତ ଶାଖାର ବରିଷ୍ଠ ସଦସ୍ୟ ସୁଶାନ୍ତ କୁମାର ପଣ୍ଡା, ସି.ଏସ.ସୁନିତା ମହାନ୍ତି, ସଂଗୀତ ଗୁପ୍ତା ପ୍ରମୁଖ ଉପସ୍ଥିତ ରହି ପ୍ରଦର୍ଶନୀ ଓ ତକ୍ଷକ ୨.୦ ର ଆଭିମୁଖ୍ୟ ଆଦି ବିଷୟରେ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri