ଆଜି ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧାତାଲିକା

ଭୁବନେଶ୍ୱର,୧୪ା୭ (ଅନୁରାଧା ମହାରଣା) – ଯୁକ୍ତ୩ ପ୍ରଥମ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ସେଲ୍ଫ ଫାଇନାନସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ଟି ଡିଗ୍ରୀ କଲେଜର ୨ ଲକ୍ଷ ୭୦ହଜାର ୫୪୭ ସିଟ୍‌ ରହିଥିବାବେଳେ ୨ ଲକ୍ଷ ୨୩ ହଜାର ୩୬୪ଜଣ ଅନଲାଇନ୍‌ ପଞ୍ଜୀକରଣ କରିଥିଲେ। ମାତ୍ର ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୨୨ହଜାର ୨୮୨ ଜଣ ଅନ୍‌ଲାଇନରେ ଦେୟ ପୈଠ କରିଛନ୍ତି। ସୂଚନାଥାଉ କି, ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭ରେ, ତୃତୀୟ ପର୍ଯ୍ୟାୟ ଅଗଷ୍ଟ ୯, ଚତୁର୍ଥ ପର୍ଯ୍ୟାୟ ଅଗଷ୍ଟ ୨୧, ପଞ୍ଚମ ପର୍ଯ୍ୟାୟ ସେପ୍ଟେରମ୍ବର ୧ ଓ ଶେଷ ପର୍ଯ୍ୟାୟ ମେଧା ତାଲିକା ସେପ୍ଟେମ୍ବର ୧୩ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri