ଆଜି ଓୟୁଏଟିର ୩୯ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୩୯ତମ ସମାବର୍ତ୍ତନ ଉତ୍ସବ ସୋମବାର ପାଳନ ହେବ। ଏହି ଉତ୍ସବରେ ରାଜ୍ୟପାଳ ତଥା ବିଶ୍ବବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପୌରୋହିତ୍ୟ କରିବେ। ଭାରତର କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଏବଂ ଭାରତୀୟ କୃଷି ଗବେଷଣା ପରିଷଦର ମହାନିର୍ଦ୍ଦେଶକ ଡ. ହିମାଂଶୁ ପାଠକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ। ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ଯୁବ କୃଷି ଉଦ୍ୟୋଗୀ ପଦ୍ମଶ୍ରୀ ସୁଶ୍ରୀ ସାବରମତୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ଉପାଧି ପ୍ରଦାନ କରାଯିବ। ଏହି ସମାବର୍ତ୍ତନ ଉତ୍ସବରେ ୮୨୧ ଜଣଙ୍କୁ ସ୍ନାତକ, ୫୧୦ ଜଣଙ୍କୁ ସ୍ନାତକୋତ୍ତର ଏବଂ ୬୪ ଜଣଙ୍କୁ ପିଏଚ୍‌.ଡି. ଡିଗ୍ରୀ ଦିଆଯିବ। ଏହା ବ୍ୟତୀତ ୧୧୩ଟି ସ୍ବର୍ଣ୍ଣପଦକ ଏବଂ ୬ଟି ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଏ ନେଇ ରବିବାର ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପି.କେ.ରାଉଳ, ନିର୍ଦ୍ଦେଶକ ଏଚ୍‌.କେ. ପାତ୍ର ଏବଂ ରେଜିଷ୍ଟ୍ରାର ଲୋପାମୁଦ୍ରା ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri