ଆଜି ପୁଣି ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ଉପରମୁହାଁ ହୋଇଛି । ଯାହାକୁ ନେଇ ଆକ୍ସନ ମୋଡକୁ ରାଜ୍ୟ ସରକାର ଆସିଛନ୍ତି । ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମୀକ୍ଷା ବୈଠକ କରିବେ। ରାଜ୍ୟରେ କରୋନା ସ୍ଥିତିକୁ ନେଇ ଏହି ବୈଠକ ବସିବାକୁଥିବା ବେଳେ ଏଥିରେ ମୁଖ୍ୟ ଶାସନ ସଚିବ, ଏସଆରସି, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ସୂଚନାଯୋଗ୍ୟ, କରୋନା ସଂକ୍ରମଣର୍‌ ଚେନ ଭାଙ୍ଗିବା ପାଇଁ କିଛି କଟକଣା ଲଗାଯାଇଛି। ଗହଳି ସ୍ଥାନ ଠାରୁ ଦୂରେଇ ରହିବା, ଆବଶ୍ୟକ ନ ଥିଲେ ବାହାରକୁ ନ ଯିବା । ନିୟମିତ ଭାବେ ମାସ୍କ ଓ ସାନିଟାଇଜର ବ୍ୟବହାର କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିବେଦନ କରାଯାଇଥିଲା । ସୋମବାର କୋଭିଡ଼ ସ୍ଥିତିର ସମୀକ୍ଷା କରି ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ଉପରେ ଫୋକସ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ପୂର୍ବରୁ କରୋନା ସ୍ଥିତିର ସମୀକ୍ଷା କରି ଆଗାମୀ ୧୦ ଦିନ ମଧ୍ୟରେ ସମସ୍ତ କୋଭିଡ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣା ନେଇ ଏମିତି କହିଲେ ପ୍ରତ୍ୟକ୍ଷଦର୍ଶୀ

ଝାରସୁଗୁଡ଼ା ଅଫିସ,୨୯ା୧: ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଜଣେ ଏଏସ୍‌ଆଇ ବ୍ରଜରାଜନଗରରେ ଗୁଳିମାଡ଼ କରିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। ସେମାନେ କହିଛନ୍ତି, ‘ଦାଦା ସଭାସ୍ଥଳରେ ପହଞ୍ଚିବା...

୧୧ରୁ ୟୁଜି ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮(ବ୍ୟୁରୋ): ଚଳିତ ବର୍ଷର ୟୁଜି ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ଅଗଷ୍ଟ ୧୧ ତାରିଖରୁ ଆରମ୍ଭ ହୋଇ ୨୫...

୨୦୨୨ ସୁଦ୍ଧା ୧୫୦୦ ମେଗାଓ୍ବାଟ୍‌ ସୌର ଶକ୍ତି ଉତ୍ପାଦନ ହେବ

ଭୁବନେଶ୍ୱର,୭।୭(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ ୧୫୦୦ ମେଗାଓ୍ବାଟ୍‌ ସୌରଶକ୍ତି ଉତ୍ପାଦନ ହେବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ବଳାତ୍କାରୀ ଶିକ୍ଷକଙ୍କୁ ୨୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୩।୩-ଢେଙ୍କାନାଳ ପୋକ୍‌ସୋ ଅଦାଲତରେ ସୋମବାର ଏକ ଦୃଷ୍ଟିହୀନ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ରାଜକିଶୋର ମହାପାତ୍ର ଅଭିଯୁକ୍ତ ସ୍କୁଲ...

୭ଦିନରେ ୭୯୪ ପିଲା ସଂକ୍ରମିତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଏବେ ଦୈନିକ ସଂକ୍ରମଣ ହଜାରେ ତଳେ ରହୁଛି। ଆକ୍ରାନ୍ତଙ୍କ ସଂଖ୍ୟା ନିର୍ଦ୍ଦିଷ୍ଟ ସ୍ତରରେ ଉପରତଳ ହେଉଥିବାବେଳେ ପିଲାଙ୍କ ସଂକ୍ରମଣ ବଢ଼ିଚାଲିଛି। କେବଳ ୭...

୧୨ ପର୍ଯ୍ୟନ୍ତ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର...

୩ ବର୍ଷରେ ୧୫ ହଜାର ବଳାତ୍କାର ମାମଲା

ଭୁବନେଶ୍ୱର,୫ା୭(ବ୍ୟୁରୋ):ରାଜ୍ୟରେ ଚିନ୍ତାଜନକ ଭାବେ ବଳାତ୍କାର ମାମଲା ବଢ଼ିଚାଲିଛି । ଗତ ୩ ବର୍ଷରେ ୧୫ ହଜାର ୭୧୩ ଦୁଷ୍କର୍ମ ମାମଲା ରାଜ୍ୟର ବିଭିନ୍ନ ଥାନାରେ ରୁଜୁ...

ବିଜେପୁର ଉପନିର୍ବାଚନ:ଆଜି ପ୍ରାର୍ଥୀ ଘୋଷଣା କରିପାରେ କଂଗ୍ରେସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନେଇ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଆରମ୍ଭ କରାଯାଇଛି। ନାମାଙ୍କନ ଦାଖଲ ପାଇଁ ଆସନ୍ତା ୩୦ ଶେଷ ତାରିଖ ଥିବାବେଳେ ଏହା...

Advertisement
Archives

Model This Week