ଆଜି ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦ା୧୧:କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ରବିବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହୋଇଛି। ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ରତ୍ନସିଂହାସନରେ ମହାପ୍ରଭୁଙ୍କ ଅତ୍ୟନ୍ତ ମନୋରମ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। କିନ୍ତୁ କୋଭିଡ୍‌ କଟକଣା ପାଇଁ ଏହି ଦିବ୍ୟ ବେଶକୁ ଭକ୍ତ ଦର୍ଶନ କରିପାରିବେ ନାହିଁ। ତେବେ ଭକ୍ତମାନେ ପତିତପାବନଙ୍କ ଦର୍ଶନ କରିପାରିବେ।
ରବିବାର ଅବକାଶ ନୀତି ପରେ ଦାରୁବିଗ୍ରହଙ୍କୁ ଲକ୍ଷ୍ମୀନୃସିଂହ ବେଶ କରାଯାଇଥିଲା। ଏହି ବେଶରେ ଠାକୁରମାନେ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର, କିରୀଟ, କୁଣ୍ଡଳ, ଚନ୍ଦ୍ରିକା ଆଦି ଧାରଣ କରିଥିଲେ। ପ୍ରଭୁ ବଳଭଦ୍ର ସୁବର୍ଣ୍ଣର ହଳମୂଷଳ ଏବଂ ଜଗନ୍ନାଥ ମହାପ୍ରଭୁ ରୁପାଶଙ୍ଖ ଓ ସୁବର୍ଣ୍ଣ ଚକ୍ର ଧାରଣ କରିଥିଲେ। ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ଚୁଳରେ ସୁବର୍ଣ୍ଣ କିଆ ଖଞ୍ଜାଯାଇଥିଲା। ଠାକୁରମାନେ ସୋଲ ଓ ଜରି ନିର୍ମିତ ବିଭିନ୍ନ ସୁବାସିତ ପୁଷ୍ପ ସମେତ ପାଟବସ୍ତ୍ରରେ ବିଭୂଷିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା

ବାଲେଶ୍ୱର ଅଫିସ, ୧୪ା୨:  ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି...

ମିଳିତ ଅଭିଯୋଗ ଶୁଣାଣିରେ ଅବ୍ୟବସ୍ଥା

ଛତ୍ରପୁର,୩ା୩(ଡି.ଏନ.ଏ.) ମାସର ପ୍ରଥମ ସୋମବାର ଛତ୍ରପୁରଠାରେ ଜିଲାପାଳ ଓ ଗଞ୍ଜାମ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଛି ା କେବଳ ଛତ୍ରପୁର ସବଡିଭିଜନ...

ଗୋଟିଏ ଜମିକୁ ଦୁଇଥର ବିକ୍ରି

କେନ୍ଦୁଝର,୨୮ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ବଡ଼ହଳ ଅଞ୍ଚଳରେ ୧୦ ଡେସିମିଲି ଜମିକୁ ଦୁଇଥର ବିକ୍ରି କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖାତା ନମ୍ବର ୪୫ର...

ଭାରତ-ଚାଇନା ସଂଘର୍ଷରେ ଶହୀଦ ହୋଇଛନ୍ତି ରାଇରଙ୍ଗପୁରର ଯବାନ ନନ୍ଦୁରାମ, ଗ୍ରାମରେ ଶୋକର ଛାୟା

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.): ଗଲଓ୍ବାନ୍‌ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ଶହୀଦ ହୋଇଛନ୍ତି। ସେଥିରେ ୨ଜଣ...

ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍‌ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ...

ଆମ୍ବୁଲାନ୍ସରେ ନେଉଥିଲେ ଗଞ୍ଜେଇ

ଫୁଲବାଣୀ ଅଫିସ,୯।୫: ଗଞ୍ଜେଇ ଚାଲାଣର ନୂଆ ଉପାୟ। ଆମ୍ବୁଲାନ୍ସରେ ହେଉଥିଲା ଚାଲାଣ। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀରେ। ଖବରପାଇ ଅବକାରୀ ଟିମ୍‌ ଖଜୁରୀପଡା...

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ

କଟକ ଅଫିସ୍‌,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍‌ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି।...

୩ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଆର.ଉଦୟଗିରି,୫ା୪(ଡି.ଏନ.ଏ.)-ସାରା ରାଜ୍ୟରେ କରୋନା ଭଳି ମହାମାରୀକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ୨୧ ଦିନର ଲକ୍‌ଡାଉନ ଘୋଷଣା କରାଯାଇଛି। ରବିବାର...

Advertisement
Archives

Model This Week