ଆଜି ମା’ ବିଦ୍ୟାଦାତ୍ରୀଙ୍କ ପୂଜା

ଭୁବନେଶ୍ୱର,୨୩ା୧: ଆଜି ଅର୍ଥାତ୍‌ ସୋମବାର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ କରାଯାଉଛି। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଏକାଠି ହୋଇ ମା’ଙ୍କୁ ପୂଜାର୍ଚ୍ଚନା କରିଛନ୍ତି।

ସରସ୍ବତୀ ଦିବ୍ୟଭାବର ପ୍ରତୀକ। ମା’ ସରସ୍ବତୀ ହେଉଛନ୍ତି କଣ୍ଠଚକ୍ର ବାଣୀ ଓ ସଙ୍ଗୀତର ଆଧାର। ତେଣୁ ମା’ ସରସ୍ବତୀଙ୍କୁ ପ୍ରାର୍ଥନା କଲେ ମନ, ବୁଦ୍ଧି, ବିଚାର ଓ ଚେତନା ଦୃଢ଼ୀଭୂତ ହୁଏ। ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତ୍ୟେକ ଶିକ୍ଷାନୁଷ୍ଠାନ, ବିଭିନ୍ନ କାର୍ଯ୍ୟାଳୟ ଓ ସଙ୍ଗୀତ ବିଦ୍ୟାଳୟରେ ସରସ୍ବତୀଙ୍କ ପୂଜା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri