ଆଜି ବାର ଆସୋସିଏଶନର ନିର୍ବାଚନ, ଅପରାହ୍ନରେ ଫଳାଫଳ

କଟକ ଅଫିସ, ୨୬।୩: ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ରାଜ୍ୟର ୧୫୧ଟି ବାର ଆସୋସିଏଶନରେ ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର ୪୦ ଜଣ ଆଇନଜୀବୀ ନିଜର ମତାଧିକାର ସାବ୍ୟସ୍ତ କରିବେ । ଏଥିପାଇଁ ଷ୍ଟେଟ ବାର କାଉନସିଲ ପକ୍ଷରୁ ଭୋଟର ଲିଷ୍ଟ ପ୍ରସ୍ତୁତ କରାଯାଇଛି । ସକାଳ ୮ଟା ରୁ ଭୋଟ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ । ଅପରାହ୍ନ ୪ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଫଳ ଘୋଷଣା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା...

ଅଧିକ ଟ୍ରେସିଂ ଯୋଗୁ ବଢୁଛି ସଂଖ୍ୟା; ରାଜ୍ୟବାସୀ ଚିନ୍ତା କରନ୍ତୁ ନାହିଁ: ଏସିଏସ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ଧିରେ ଧିରେ କେସ୍‌ ବଢ଼ୁଥିଲେ ବି ଏଥିଲାଗି ରାଜ୍ୟବାସୀ ଚିନ୍ତା କରିବା ଅନାବଶ୍ୟକ।...

ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ

ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍‌ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ...

ବାଂଶଡ଼ା ସେତୁ ଲାଗି କଂଗ୍ରେସର ଆନ୍ଦୋଳନ: ଭଦ୍ରକ-ଧାମରା ରେଳଲାଇନରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ମନ୍ତେଈ ନଦୀ ଉପରେ ନିର୍ମାାଣାଧୀନ ବାଂଶଡ଼ା ସେତୁ ଦୀର୍ଘଦିନ ହେବ ଅଧାପନ୍ତରିଆ ହୋଇ ପଡ଼ିରହିଛି । ୨୦୧୩ ମସିହାରେ...

ଅଗ୍ନି ବିପନ୍ନଙ୍କୁ ମିଳୁନି ସହାୟତା: ଗୋଟିଏ ଘରେ ଗାଈ-ମଣିଷ

ନାଉଗାଁ,୧୯ା୬(ସ୍ବ.ପ୍ର.): ନାଉଗାଁ ବ୍ଲକ ନୂଆଗାଁ ପଞ୍ଚାୟତ ଭାସିଆକୁଦ ଗ୍ରାମର ବଟକୃଷ୍ଣ ଜେନା। ପରିବାର କହିଲେ ସ୍ତ୍ରୀ, ପିଲାଛୁଆ ଓ ଭାଇ କେଦାର, ଭାଉଜ ଓ ସେମାନଙ୍କ...

‘ମମତା’ ଯୋଜନା ପଞ୍ଜୀକରଣ ଅବଧି ୭ ମାସକୁ ବୃଦ୍ଧ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କରୋନା ପାଇଁ ରାଜ୍ୟରେ ଏବେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ରହିଥିବାରୁ ବହୁ ସଂଖ୍ୟାରେ ପ୍ରବାସୀ...

ଗାଁରେ ପଶିଲା ଦନ୍ତା

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଗପୋ ଗାଁରେ ଏକ ଦନ୍ତାହାତୀକୁ ଆଜି ସକାଳୁ ଦେଖିବାକୁ ମିଳିଛି। ଶିମିଳିପାଳରୁ ଏକ ହାତୀ ମୟୂରଭଞ୍ଜ ମଧ୍ୟ...

ଶିଳରେ ଛେଚି ଚାଷୀଙ୍କୁ ହତ୍ୟାକଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଟାଉନ ଥାନା ଡିଆଁପଡ଼ା ଗାଁର ଜଣେ ଚାଷୀଙ୍କୁ କେହି ଦୁର୍ବୃତ୍ତ ଶିଳରେ ଛେଚି ବୁଧବାର ରାତିରେ ହତ୍ୟା କରିଛନ୍ତି। ମୃତକ ଜଣକ...

Advertisement
Archives

Model This Week