ଆଜି ପବିତ୍ର ମାଘ ସପ୍ତମୀ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପୁରୀ,୨୫।୧:ଆଜି ପବିତ୍ର ମାଘ ସପ୍ତମୀ। ଚଳଚଞ୍ଚଳ ଅର୍କ କ୍ଷେତ୍ର। ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ମହୋଦଧିରେ ବୁଡ଼ ପକାଇ ସୂର୍ଯ୍ୟଦେବଙ୍କ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ। ନିର୍ଦ୍ଧାରିତ ସମୟ ପୂର୍ବରୁ ବୁଡ଼ ପକାଇଛନ୍ତି । ବିଶ୍ୱାସ ରହିଛି ଆଜିର ଦିନରେ ଚନ୍ଦ୍ରଭାଗା ତୀର୍ଥରେ ସ୍ନାନ କରି ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କଲେ କୋଟି ପୁଣ୍ୟ ମିଳିଥାଏ॥ ଚଳିତବର୍ଷ ବାରୁଣୀ ବୁଡ ପଡିଥିବାରୁ ପ୍ରାୟ ୫ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ ପକାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମିଲ ହୋଇ ବୁଡ଼ ପକାଇଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?