ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ: ବିଧାନସଭାରେ ପହଞ୍ଚିଲେ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ୩ଟି ଆସନରେ ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷଦିନ ହୋଇଥିବା ବେଳେ ସେମାନେ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ସେହିପରି ଗୋଟିଏ ଆସନରେ ଉପନିର୍ବାଚନ ପାଇଁ ଜୁନ ୨ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରହିଛି । ପ୍ରସନ୍ନ ଆଚାର୍ଯ୍ୟ, ଏନ. ଭାସ୍କର ରାଓ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ୩ଟି ଆସନରେ ନିର୍ବାଚନ ହେଉଛି। ସେହିପରି କଟକ ମେୟର ଭାବେ ସୁବାସ ସିଂହ ନିର୍ବାଚିତ ହେବା ପରେ ରାଜ୍ୟସଭାରୁ ଇସ୍ତଫା ଦେଇଥିବାରୁ ତାଙ୍କ ଆସନ ପାଇଁ ଉପନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ  କରାଯାଇଛି ।…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri