ଆଜି ଶ୍ରାବଣ ଶେଷ ସୋମବାର: ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୮ା୮(ବ୍ୟୁରୋ): ଆଜି ହେଉଛି ଶ୍ରାବଣର ଶେଷ ସୋମବାର। ଏନେଇ ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜ, କଟକର ବାବା ଧବଳେଶ୍ୱର, ଢେଙ୍କାନାଳର କପିଳାସ, ପୁରୀର ଲୋକନାଥ, ନୟାଗଡ଼ର ଲଡୁବାବାଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ଲାଗିଛି। ଭୋର୍‌ରୁ ମନ୍ଦିର ଖୋଲିବା ପରେ ମାନସିକଧାରୀମାନେ ଜଳାଭିଷକ କରୁଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଅନ୍ୟପକ୍ଷରେ ଆଜି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ଗସ୍ତରେ ଆସିଥିବାରୁ ଲିଙ୍ଗରାଜଙ୍କ ପୀଠରେ ସାଧାରଣ ଦର୍ଶନ ବନ୍ଦ ରହିଛି। ଫଳରେ ଭକ୍ତମାନଙ୍କୁ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିତ୍ର ଏକ, ଲକ୍ଷ୍ୟ ଅନେକ

ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଓ ବନ୍ୟଜନ୍ତୁଙ୍କୁ ଜାତୀୟସ୍ତରରେ ପହଞ୍ଚାଇବାକୁ ଅଣ୍ଟା ଭିଡ଼ିଛନ୍ତି ଆଉଜଣେ ଓଡ଼ିଆ। ନିଜ ଦକ୍ଷତା ଓ ଅଭିନବ ଚିନ୍ତାଧାରା...

ଚିତାବାଘ ଆତଙ୍କ: ଆକ୍ରମଣରେ ୧୫ଛେଳି ୨ଗୋରୁ ମୃତ

ଦେବଗଡ଼,୪ା୧: ଦେବଗଡ଼ ଜିଲା ବାରକୋଟ ବ୍ଲକ ଅଧୀନ ଚକଡିହୀ(ନୂଆଁ ବାରକୋଟ) ଗ୍ରାମରେ ଶନିବାର ରାତିରେ ବନ୍ୟଜନ୍ତୁ ଆକ୍ରମଣରେ ୧୫ଟି ଛେଳି ଓ ୨ଗୋରୁର ମୃତ୍ୟୁ ଘଟିଛି।...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,...

ଯୁବବର୍ଗ ଜିଲା ଛାଡ଼ିବାକୁ ପ୍ରସ୍ତୁତ

କେନ୍ଦ୍ରାପଡ଼ା ଅଫିସ,୭ା୧୧: ପାଟିରୁ ରକ୍ତ ବାହାରିଲେ ମଧ୍ୟ ଓଟ କଣ୍ଟାପତ୍ର ଖାଇବାକୁ ବାଧ୍ୟ। ସେ ଜାଣିଛି, କଣ୍ଟାପତ୍ର ନ ଖାଇଲେ ଜୀବନ ଧାରଣ ଅସମ୍ଭବ। ଠିକ୍‌...

ଭାଜପା ପତାକା ଚିରି ଗାଡ଼ି ଭାଙ୍ଗିଲେ

ପିପିଲି/ଡେଲାଙ୍ଗ,୨୨।୯(ସ୍ବ.ପ୍ର./ଡି.ଏନ୍‌.ଏ.):ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ପ୍ରଚାର ଆରମ୍ଭ ହୋଇଛି। ୩୦ତାରିଖରେ ଭୋଟ ହେବାକୁ ଥିବାରୁ ପ୍ରଚାର ପାଇଁ ହାତରେ ଆଉ ମାତ୍ର ୭ଦିନ ।...

ଇଣ୍ଡୋନେସିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଇଣ୍ଡୋନେସିଆରୁ ଉଡ଼ାଣ ହେବାର ମାତ୍ର ୪ ମିନିଟ୍‌ ପରେ ଏକ ଯାତ୍ରୀବାହୀ ବିମାନ ସମୁଦ୍ର ମଧ୍ୟରେ ଖସି ପଡ଼ିଥିଲା। ତେବେ ଏହି ବିମାନର ଭଗ୍ନାବଶେଷ...

ଖୋଲିବ ରେଷ୍ଟୁରାଣ୍ଟ, ବାର୍‌

ଭୁବନେଶ୍ୱର(ବ୍ୟୁରୋ),୩ା୯:ଦୀର୍ଘଦିନ ପରେ ପୁଣିଥରେ ରେଷ୍ଟୁରାଣ୍ଟରେ ବସି ଖାଇପାରିବେ ଲୋକେ। ଅନ୍‌ଲକ୍‌ ୪.୦ ଗାଇଲାଇନ୍‌ ଅନୁଯାୟୀ ରାଜ୍ୟରେ ରେଷ୍ଟୁରାଣ୍ଟ ଓ ବାର୍‌କୁ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଅନୁମତି...

ଫୁଲୁଛି ନଦୀଜଳ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ପ୍ରମୁଖ ନଦୀରେ ବନ୍ୟାଜଳ ଫୁଲିବାରେ ଲାଗିଛି । କେତେକ ନଦୀରେ ବନ୍ୟାଜଳ ବିପଦସଙ୍କେତ ନିକଟରେ ପ୍ରବାହିତ ହେଉଥିବା ବେଳେ ଆଉ କେତେକ...

Advertisement
Archives

Model This Week