ଆଜି ବର୍ଷର ଶେଷ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୭ଟି ପ୍ରସ୍ତାବ ଆସିବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗଦେବେ। ମନ୍ତ୍ରୀମାନେ ଲୋକସେବା ଭବନ କିମ୍ବା ଜିଲାପାଳ ଅଫିସ କନ୍‌ଫରେନ୍ସ ହଲ୍‌ରେ ଯୋଗଦେବେ। ନିକଟରେ ବିଜେଡିରେ ପାରିତ ହୋଇଥିବା ସଂକଳ୍ପ ମଧ୍ୟରୁ କିଛି କ୍ୟାବିନେଟ୍‌ ପ୍ରସ୍ତାବ ମାଧ୍ୟମରେ ଆଣି ସରକାର ପାଳନ କରିପାରନ୍ତି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?