ଆଜି ଚିତାଲାଗି ଅମାବାସ୍ୟା

ପୁରୀ ଅଫିସ, ୨୦ା୭: ସୋମବାର ଚିତାଲାଗି ଅମାବାସ୍ୟା। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ତିନିଠାକୁରଙ୍କ ଚିତାଲାଗି ନୀତି ସମ୍ପନ୍ନ ହେବ। ଦାରୁ ବିଗ୍ରହଙ୍କୁ ଦଇତାପତି ସେବକମାନେ ରତ୍ନଚିତା ଲାଗି କରାଇବେ। ସୂଚନାଥାଉ କି, ମହାପ୍ରଭୁ ଅଣସର ପିଣ୍ଡିକୁ ବିଜେ କରିବାବେଳେ ରତ୍ନ ଚିତା ଓଲାଗି କରାଯାଇଥିଲା। ରଥରେ ମହାପ୍ରଭୁ ସୋଲଚିତା ଲାଗି ହୋଇଥିଲେ। ପରମ୍ପରା ମୁତାବକ ଚିତାଲାଗି ଅମାବାସ୍ୟାରେ ଠାକୁରଙ୍କୁ ରତ୍ନଚିତା ଲାଗି କରାଯିବ। ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ୱେତ ହୀରା ଖଚିତ ସୁବର୍ଣ୍ଣ ଚିତା, ବଡଠାକୁର ବଳଭଦ୍ର ମାଣିକ୍ୟ ଏବଂ ଦେବୀ ସୁଭଦ୍ରା ଲୀଳା ଖଚିତ ସୁବର୍ଣ୍ଣ ଚିତା ଧାରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୋନପୁର ଛୁଇଁଲା କରୋନା: ରାଜ୍ୟରେ ମୋଟ ୨୯ ଜିଲାକୁ ବ୍ୟାପିଲାଣି

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ସାରା ଦେଶରେ କାୟା ବିସ୍ତାର କରିଚାଲିଛି କରୋନା ଭାଇରସ। ଏହା ଗୋଟିଏ ପରେ ଗୋଟିଏ ଜିଲାକୁ ଡେଇଁବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୭୯...

ରାସ୍ତାକଡ଼ରୁ ଗଛ କାଟି ଦେଲେ

ଖୋର୍ଦ୍ଧା ଅଫିସ,୯।୮: ପରିବେଶ ସନ୍ତୁଳନ ଲାଗି ଚାରାରୋପଣ ନିମନ୍ତେ ସଚେତନତା ସୃଷ୍ଟି କରାଯାଉଛି। ଏପରି କି ରାସ୍ତା ପାର୍ଶ୍ୱରେ ବନୀକରଣକୁ ଗୁରୁତ୍ୱ ଦିଆଯାଉଛି। ପ୍ରତିବର୍ଷ ବନ...

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା ଦେଲେ ୨ ଏସ୍‌ଏଚ୍‌ଜି

ମାଲକାନଗିରି,୧ା୫(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ର ‘ଜନନୀ’ ଓ ‘ସାଇବାବା’ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୬ ହଜାର ସହାୟତା ଦେଇଛନ୍ତି।...

ଗଛରେ ପିଟି ହେଲା କାର୍‌, ଗୋଟିଏ ପରିବାରର ୬ ଗୁରୁତର

ଅନୁଗୋଳ ଅଫିସ,୨ା୫: ପାଲଲହଡ଼ା ଥାନା ଝିମିରିପାଲି  ଶିବମନ୍ଦିର ନିକଟ ୧୪୯ ନଂ. ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ କାର୍‌ ରାସ୍ତାକଡ଼ରେ ଥିବା ବରଗଛରେ ପିଟି...

ଟାଟା ହାତକୁ ଯିବ ନୀଳାଚଳ ଇସ୍ପାତ

ଯାଜପୁର ଅଫିସ/ଭୁବନେଶ୍ୱର,୧।୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ସରକାରୀ ଉଦ୍ୟୋଗ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍‌ (ଏନ୍‌ଆଇଏନ୍‌ଏଲ୍‌)କୁ ଟାଟା ଷ୍ଟିଲ୍‌ ଲଙ୍ଗ୍‌ ପ୍ରଡକ୍ଟ (ଟିଏସ୍‌ଏଲ୍‌ପି) ୧୨,୧୦୦ କୋଟି...

ଉଜୁଡ଼ିବାକୁ ବସିଛି ପାଚିଲା ଧାନ

ପଟ୍ଟାମୁଣ୍ଡାଇ/ଆଳି,୧୫ା୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ପାଚିଲା ଧାନ କ୍ଷେତକୁ ଉଜାଡି ଦେବା ଆଶଙ୍କା ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶତାଧିକ ହେକ୍ଟର ଜମିରେ ଚାଷ...

କରୋନାରୁ ସୁସ୍ଥ ହେବା ପରେ ହୃଦଘାତ: ଶ୍ରୀମନ୍ଦିର ବରିଷ୍ଠ ଦଇତାପତି ସେବକ ପ୍ରେମାନନ୍ଦଙ୍କ ପରଲୋକ

ପୁରୀ ଅଫିସ,୨୦।୯: ଶ୍ରୀମନ୍ଦିରର ବରିଷ୍ଠ ଦଇତାପତି ସେବକ ପ୍ରେମାନନ୍ଦ ଦାସ ମହାପାତ୍ର(୬୫)ଙ୍କ ପରଲୋକ ହୋଇଯାଇଛି। କିଛି ଦିନ ତଳେ ସେ କରୋନାରୁ ସୁସ୍ଥ ହୋଇ ହୋମ୍‌...

୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ...

Advertisement
Archives

Model This Week