Posted inଜାତୀୟ

କାର୍ଯ୍ୟକାରିଣୀ ବୈଠକର ଶେଷ ଦିନ: ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧିକୁ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୭।୧: ଭାଜପାର ୨ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକର ମଙ୍ଗଳବାର ଦ୍ୱିତୀୟ ଦିନ ତଥା ଶେଷ ଦିନ। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ହେବାକୁ ଥିବା ୯ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଏବଂ ୨୦୨୪ ନିର୍ବାଚନକୁ ନେଇ ସ୍ବତନ୍ତ୍ର ଆଲୋଚନା କରିବେ। ଏହା ସହିତ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇପାରେ।

ରିପୋର୍ଟ ଅନୁଯାୟୀ, ଆଜି ହେବାକୁ ଥିବା ବୈଠକରେ ଏକ ଆର୍ଥିକ ପ୍ରସ୍ତାବ ଉପସ୍ଥାପନ କରାଯିବ। ଏଥିରେ ଦେଶର ଅର୍ଥନୀତିର ସାମ୍ପ୍ରତିକ ସ୍ଥିତି, ଗରିବଙ୍କ କଲ୍ୟାଣ ପାଇଁ କେନ୍ଦ୍ର ଦ୍ୱାରା କରାଯାଇଥିବା କାର୍ଯ୍ୟ, ମହିଳା ଏବଂ ପଛୁଆ ବର୍ଗଙ୍କ ପାଇଁ କରାଯାଇଥିବା କାର୍ଯ୍ୟ ଉପରେ ଆଲୋଚନା କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri