ଆଜି ବଜେଟ୍‌ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ସୋମବାର ବଜେଟ୍‌ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ। ଦୁଇଦିନ ଛୁଟି ପରେ ଆଜି ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ଆଜି ମଧ୍ୟ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିପାରେ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।

ପ୍ରଥମ ଦିନରେ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ହୋଇ ଗୃହୀତ ହେବ। ଗ୍ୟାସ ଦର୍‌ ବୃଦ୍ଧି କରି କେନ୍ଦ୍ର ସରକାର ଗରିବଙ୍କ ଚିନ୍ତାକୁ ବହୁଗୁଣିତ କରିଦେଇଛନ୍ତି। ଏନେଇ ଶାସକ ଦଳ ବି ଗୃହରେ ସ୍ବର ଉଠାଇବ। ଆଜିଠାରୁ ବିଭାଗୀୟ ଖର୍ଚ୍ଚ ଦାବି ଆଲୋଚନା ବି ହେବ। ୨୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ନେଇ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri