ଆଜି ଉତ୍କଳ ଦିବସ: ସବୁଠି ଶୁଭୁଛି ଓଡ଼ିଶାର ଜୟଗାନ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଅର୍ଥାତ୍‌ ଏପ୍ରିଲ ୧ରେ ହେଉଛି ଉତ୍କଳ ଦିବସ। ୧୯୩୬ ମସିହା ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା। ଭାଷା ଭିତ୍ତିରେ ପ୍ରଦେଶ ଗଠନର ମାନ୍ୟତା ପାଇଥିଲା ଓଡ଼ିଶା। ଏହି ପବିତ୍ର ଦିନରେ ଓଡ଼ିଶାର ବରପୁତ୍ରମାନଙ୍କୁ ମନେ ପକାଉଛନ୍ତି ରାଜ୍ୟବାସୀ। ଏପରିକି ସାରା ବିଶ୍ୱରେ ଥିବା ଓଡ଼ିଆମାନେ ଆଜି ଏହି ଦିବସଟିକୁ ପାଳନ କରିବା ସହ ଓଡ଼ିଶାର ଜୟଗାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri