ବିଶ୍ବ ପ୍ରସିଦ୍ଧ ବାହୁଡ଼ା ଯାତ୍ରା: ଗଡ଼ିଲା ୩ ରଥ

ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା ଧ୍ୱନୀରେ ପ୍ରକମ୍ପିତ ହୋଇ ପଡୁଛି ବଡ଼ଦାଣ୍ଡ। ଭାବବିହ୍ବଳ ଭକ୍ତ।

ଗଜପତି ମହାରାଜାଙ୍କ ଛେରାପହଁରା ପରେ ପ୍ରଥମେ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭ କରିଥିଲା। ଧାର୍ଯ୍ୟ ସମୟଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ଆରମ୍ଭ ହୋଇଛି।

ଆଗେ ଆଗେ ପ୍ରଭୁ ବଳଭଦ୍ର, ମଝିରେ ଭଉଣୀ ସୁଭଦ୍ରା ଏବଂ ପଛରେ ଗହଳି ଲଗାଇ ଆସୁଛନ୍ତି କାଳିଆ ସାଆନ୍ତ। ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିବା ବେଳ କଡ଼ା ସୁରକ୍ଷାରେ ଚାଲିଛି ରଖ ଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri