Posted inଫୁରସତ

ଆଜି ବିଶ୍ୱ ଡାକ ଦିବସ: ଏହିଦିନ ଭାରତରେ ଆରମ୍ଭ ହୋଇଥିଲା ଡାକସେବା

ଆଜି ହେଉଛି ବିଶ୍ୱ ଡାକ ଦିବସ। ଅକ୍ଟୋବର ୯କୁ ସମଗ୍ର ବିଶ୍ୱରେ ଡାକ ଦିବସ ଭାବରେ ପାଳନ କରାଯାଉଛି। ଏହି ଦିନଟି ପାଳନ କରିବାର ଉଦ୍ଦେଶ୍ୟ ହେଉଛି ଡାକ ସେବା ଏବଂ ଡାକ ବିଭାଗ ବିଷୟରେ ଲୋକଙ୍କୁ ଅବଗତ କରାଇବା। ୧୮୭୪ ମସିହାରେ ଆଜିର ଦିନରେ ୨୨ଟି ଦେଶ ସ୍ବିଜରଲ୍ୟାଣ୍ଡର ରାଜଧାନୀ ବର୍ନରେ ୟୁନିଭର୍ସାଲ ଡାକ ୟୁନିଅନ (ୟୁପିୟୁ) ଗଠନ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷର କରିଥିଲେ। ଏହା ପରେ ଜାପାନର ଟୋକିଓରେ ଅନୁଷ୍ଠିତ ୧୯୬୯ ସମ୍ମିଳନୀରେ ଅକ୍ଟୋବର ୯କୁ ବିଶ୍ୱ ଡାକ ଦିବସ ଭାବରେ ପାଳନ କରିବା ପାଇଁ ଘୋଷଣା କରାଯାଇଥିଲା।

ଏହିଦିନ ଭାରତରେ ଆରମ୍ଭ ହୋଇଥିଲା ଡାକସେବା:

୧୮୭୬ ଜୁଲାଇ ୧ରେ ଭାରତ ପ୍ରଥମ ଏସୀୟ ଦେଶ ଯିଏକି, ୟୁନିଭର୍ସାଲ ଡାକ ୟୁନିଅନର ସଦସ୍ୟ ହୋଇଥିଲା। ଜନସଂଖ୍ୟା ଏବଂ ଅନ୍ତର୍ଜାତୀୟ ମେଲ୍‌ ଟ୍ରାଫିକ ଆଧାରରେ ଭାରତ ପ୍ରଥମ ବର୍ଗର ସଦସ୍ୟ ରହିଆସିଛି। ୧୮୫୪ ଅକ୍ଟୋବର ୧ରେ ଭାରତ ସରକାର ଡାକ ପାଇଁ ଏକ ବିଭାଗ ପ୍ରତିଷ୍ଠା କରିଥିଲେ।

ଡାକ ନେଟ୍‌ଓ୍ବର୍କରେ ୪ଟି ବର୍ଗର ଡାକ ବିଭାଗ ଅଛି ଯଥା ହେଡ୍‌ ପୋଷ୍ଟ ଅଫିସ, ସବ୍‌ ପୋଷ୍ଟ ଅଫିସ, ଅତିରିକ୍ତ ବିଭାଗୀୟ ସବ୍‌ ପୋଷ୍ଟ ଅଫିସ ଏବଂ ଅତିରିକ୍ତ ବିଭାଗୀୟ ଶାଖା ଡାକଘର। ସମସ୍ତ ଡାକଘର ସମାନ ଡାକ ସେବା ଯୋଗାଏ। ତଥାପି ବିତରଣ କାର୍ଯ୍ୟ ନିର୍ଦ୍ଦିଷ୍ଟ ଡାକଘର ସହିତ ହୋଇଥାଏ।

ଡାକ ସେବା ହେଉଛି ଯୋଗାଯୋଗର ପୁରାତନ ମାଧ୍ୟମ। ଆଜିର ଏହି ଡିଜିଟାଲ ଯୁଗରେ ଡାକସେବାରୁ ଯଦିଓ ଲୋକେ ଟିକେ ଦୂରେଇ ଯାଇଛନ୍ତି ତଥାପି ଅନେକ କାମ ଏହି ଡାକ ମାଧ୍ୟମରେ କରାଯାଉଛି। ଆଗ କାଳରେ ଲୋକେ ଚିଠି ମାଧ୍ୟମରେ ସମସ୍ତ କାମ କରୁଥିଲେ। ଦୀର୍ଘଦିନରୁ ସବୁଠାରୁ ନିର୍ଭରଯୋଗ୍ୟ ଏବଂ ଶସ୍ତା ମାଧ୍ୟମ ପାଲଟିଛି ଡାକସେବା। ଯୋଗାଯୋଗର ପୁରୁଣା ଉତ୍ସକୁ ମନେ ରଖିବା ପାଇଁ ଏହି ଦିବସ ପାଳନ କରାଯାଉଛି।

ଡିଜିଟାଇଜେଶନ ଯୁଗରେ ବିଶ୍ୱର ଡାକ ବ୍ୟବସ୍ଥା ନିଜକୁ ନୂତନ ବୈଷୟିକ ସେବା ସହିତ ଜଡ଼ିତ କରିଛ। ମେଲ, ପାର୍ଶଲ, ଚିଠି ବିତରଣ ପାଇଁ ଏକ୍ସପ୍ରେସ ସେବା ଆରମ୍ଭ ହୋଇଛି। ଡାକ ବିଭାଗ ମଧ୍ୟ ଆର୍ଥିକ ସେବାକୁ ଆଧୁନିକ ଜ୍ଞାନକୌଶଳ ସହିତ ଯୋଡ଼ିଛି। ବର୍ତ୍ତମାନ ଲୋକେ ଅନଲାଇନ୍‌ ଡାକ କାରବାର ଉପରେ ମଧ୍ୟ ସେମାନଙ୍କର ବିଶ୍ୱାସ ବଢ଼ାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri