ଆଜି ଜେଇଇ ଆଡ୍‌ଭାନ୍ସଡ୍‌

ଭୁବନେଶ୍ବର, ୪।୬(ବ୍ୟୁରୋ): ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି)ଗୁଡ଼ିକରେ ନାମଲେଖା ପାଇଁ ଜେଇଇ ଆଡ୍‌ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହେବ। ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ପ୍ରପେଶିକା ପରୀକ୍ଷା ପାଇଁ ମନୋନୀତ ହୋଇଥିବାବେଳେ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ଉପଲବ୍ଧ ହୋଇଛି। ସକାଳ ୯ଟାରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ପେପର୍‌-୧ ଓ ଅପରାହ୍ନ ୨ଟା ୩୦ରୁ ୫ଟା ୩୦ ପର୍ଯ୍ୟନ୍ତ ପେପର୍‌-୨ ପରୀକ୍ଷା ଚାଲିବ। ପରୀକ୍ଷା ହଲ୍‌ରେ ପ୍ରବେଶ ପାଇଁ ଆଡ୍‌ମିଟ୍‌ କାର୍ଡ ସହ ପରିଚୟ ପତ୍ର ନେବାକୁ ପଡ଼ିବ। ସୂଚନାଯୋଗ୍ୟ, ଦେଶର ୨୩ଟି ଆଇଆଇଟିରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ…

ସୁନା ବ୍ୟବସାୟୀଙ୍କ ଘରୁ ଲୁଟ୍‌: ୫ ବର୍ଷ ପରେ ତାମିଲନାଡୁରୁ ଗିରଫ ହେଲେ ଦମ୍ପତି

ମାଲକାନଗିରି,୨୯ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସଦର ମହକୁମାର ଏକ ସୁନା ବ୍ୟବସାୟୀଙ୍କ ଘରୁ ଅଳଙ୍କାର ଚୋରି ମାମଲାରେ ତାମିଲନାଡୁର ଏକ ଦମ୍ପତି ଗିରଫ ହୋଇଛନ୍ତି।ଏନେଇ ମାଲକାନଗିରି ଏସ୍‌ପି ବିନୋଦ…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ, ପରିବାର ଲୋକେ ଆଣିଲେ ଅଭିଯୋଗ

ଭୁବନେଶ୍ୱର,୨୯।୬: ଖୋର୍ଦ୍ଧା ଜିଲା ବାଣପୁର ପୋଲିସ ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଏକ ଗଣ୍ଡଗୋଳ ମାମଲାରେ ବାଣପୁର ପୋଲିସ…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri