Posted inଜାତୀୟ

ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୧୧।୧: ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା କରିବେ। ଆସନ୍ତା ୧୬ ତାରିଖରେ ହେବାକୁ ଥିବା ଟିକାକରଣକୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଭର୍ଚୁଆଲ ବୈଠକ ଅନୁଷ୍ଠିତ ହେବ। ଅପରାହ୍ନ ୪ଟାରେ ଏହି ଆଲୋଚନା ହେବ ବୋଲି ଜଣାପଡ଼ିଛି।

ସମଗ୍ର ଦେଶରେ କରୋନା ଟିକାକରଣ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହା ପୂର୍ବରୁ ଡ୍ରାଏ ରନ୍‌ ବି ସରିଛି। ଆସନ୍ତା ୧୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ଏଥିପାଇଁ ଆମ ଦେଶରେ ୫ ହଜାର ଟିକାକରଣ କେନ୍ଦ୍ର ଖୋଲାଯାଇଛି। ପ୍ରତି କେନ୍ଦ୍ରରେ ୧୦୦ ଜଣ ଲେଖାଏ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ।

ରାଜ୍ୟରେ ଟିକା ପହଞ୍ଚିବା ଟିକାକରଣର ବ୍ୟବସ୍ଥା କିପରି କରାଯିବ ଏବଂ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କ’ଣ କ’ଣ ବ୍ୟବସ୍ଥା କରାଯାଇଛି ଏନେଇ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?