CORONAVIRUS UPDATE: ଆଜି ରାଜ୍ୟରେ ୨୬୪ ଆକ୍ରାନ୍ତ ଚିହ୍ନଟ; ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪କୁ ବୃଦ୍ଧି

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ଜଣ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୦ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୬୧୪ରେ ପହଞ୍ଚିଛି। ତନ୍ମଧ୍ୟରୁ ୪୬୦୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୮୦ ଆକ୍ଟିଭ୍‌ କେସ୍‌ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଣୀଙ୍କ ପାଇଁ କରୋନା ଟିକା, ୨୩ କୁକୁରଙ୍କ ଉପରେ ପରୀକ୍ଷଣ ସଫଳ…

ନୂଆଦିଲ୍ଲୀ, ୧୯।୧ : ହରିୟାଣାର ହିସାରରେ ଅବସ୍ଥିତ ସେଣ୍ଟ୍ରାଲ ହର୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ବୈଜ୍ଞାନିକମାନେ ପ୍ରାଣୀମାନଙ୍କ ପାଇଁ ଦେଶର ପ୍ରଥମ କରୋନା ଟିକା ପ୍ରସ୍ତୁତ କରିବାରେ...

ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍‌ସାଇଟ୍‌, ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି।...

ଶିଳ୍ପ ପାଇଁ ଆସିବ ୪ ନୂଆ ପଲିସି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଶିଳ୍ପର ବିକାଶ ପାଇଁ ରାଜ୍ୟ ସରକାର ଏବେସୁଦ୍ଧା ୯ଟି ସ୍ବତନ୍ତ୍ର ନୀତି ଆଣିଛନ୍ତି। ଏହାମଧ୍ୟରେ ଆପାରେଲ ପଲିସି, ବାୟୋଟେକ୍ନୋଲୋଜି ପଲିସି, ଓଡ଼ିଶା ଫୁଡ୍‌ ପ୍ରୋସେସିଂ...

ପ୍ରୋତ୍ସାହନ ପାଇଁ ପଞ୍ଜୀକରଣ

ଅନୁଗୋଳ ଅଫିସ, ୨୫ା୯ ମହାମାରୀ କରୋନା ସଂକ୍ରମଣ ସାମାନ୍ୟ ଥମିଛି। ହେଲେ ପ୍ରଥମ ଓ ଦ୍ୱିତୀୟ ଲହରରେ ଏହା ନେଇଛି ଅନେକେ ମୁଣ୍ଡ। ଅନୁଗୋଳ ଜିଲାରେ...

ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ତହସିଲଦାରଙ୍କୁ ଫେରାଦ

ଜୁନାଗଡ,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ବୁଧବାର ୫ ଦଫା ଦାବି ନେଇ ଜୁନାଗଡ ତହସିଲଦାରଙ୍କୁ ଫେରାଦ ହୋଇଛନ୍ତି । ଏ ବିଷୟରେ...

ଫାର୍ମାସିଷ୍ଟଙ୍କ ଯୋଗଦାନକୁ ବିରୋଧ: ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୨ା୭(ସ୍ବ.ପ୍ର.): ନାଉଗାଁ ବ୍ଲକ ଡେରିକି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଲାଗି ରହିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଫାର୍ମାସିଷ୍ଟଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଛି। ବୁଧବାର...

ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ପୁଣି ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୁଣି ଥରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୩ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।...

Advertisement
Archives

Model This Week