ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ପଳାଉଛନ୍ତି, ଏଠାକାର ସରକାରଙ୍କୁ ସେ ବିଷୟରେ ଚିନ୍ତା ନାହିଁ। ଚାଷୀଙ୍କୁ ସେମାନଙ୍କ ଫସଲର ଉପଯୁକ୍ତ ମୂଲ୍ୟ ମିଳୁନାହିଁ। ବଳାତ୍କାର, ହତ୍ୟାରେ ବିଜେଡି ଦଳର ନେତା ସଂପୃକ୍ତ ଅଛନ୍ତି। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ଏଠାରେ ଆୟୁଷ୍ମାନ ଭାରତ ଲାଗୁ ହେଉନି। ସ୍ବାସ୍ଥ୍ୟ ବ୍ୟବସ୍ଥା, ହସ୍ପିଟାଲ କୋମାକୁ ଚାଲିଯାଇଛି। ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି।
ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ବିରୋଧୀ ଦଳରେ ବସିବାକୁ ଆମେ ନିର୍ବାଚନ ଲଢୁନୁ ବୋଲି ନଡ୍ଡା ସ୍ପଷ୍ଟ କରିଛନ୍ତି।
ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?