ଆଜି ଭୁବନେଶ୍ୱରରୁ ମାତ୍ର ୨ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଲୋକାଲ କେସ୍‌ ଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍‌ରୁ ଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri