ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ www.orissaresults.nic.in ୱେବ୍‌ସାଇଟ୍‌ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଗତ୍‌ସିଂହପୁର ଜିଲାରେ ଶଙ୍ଖନାଦ

ଜଗତ୍‌ସିଂହପୁର ଅଫିସ, ୨୪।୫ : ୨୦୧୯ ନିର୍ବାଚନ ଫଳାଫଳକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଜଗତ୍‌ସିଂହପୁର ଲୋକସଭା ଆସନ ସମେତ ଜିଲାର ୪...

ପଦୋନ୍ନତି ସମ୍ପର୍କିତ ତ୍ରୁଟି ସଂଶୋଧିତ: ଉପକୃତ ହେବେ ୧୫୪ ୟୁଆର୍‌, ୨୭ ଏସ୍‌ସି, ୪୦ ଏସ୍‌ଟି କର୍ମଚାରୀ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ସଚିବାଳୟରେ କାର୍ଯ୍ୟରତ ସଂଖ୍ୟାଧିକ ଉପବିଭାଗ ଅଧିକାରୀ(ଏସ୍‌ଓ)ଙ୍କର ଡେସ୍କ ଅଫିସର(ଡିଓ) ପଦବୀକୁ ପଦୋନ୍ନତି ହେବ। ଏ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ପଦୋନ୍ନତି...

ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଉତ୍ତେଜନା: ରୋଗୀଙ୍କୁ ଦିଆଗଲା ଏକ୍ସପାଏରି ସାଲାଇନ

ଚମ୍ପୁଆ, ୧୦ା୭(ଡି.ଏନ.ଏ.): ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ସମସ୍ୟା ବଢିବାରେ ଲାଗିଛି। କିଛିଦିନ ତଳେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା କମି ନ ଥିବା...

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫...

ସ୍ବର୍ଗଦ୍ୱାର ପୁନରୁଦ୍ଧାର କାମର ସମୀକ୍ଷା

ପୁରୀ ଅଫିସ, ୩୦।୭: ସ୍ବର୍ଗଦ୍ୱାର ପାଇବ ନୂଆରୂପ। ମୃତଦେହ ଦାହ ପାଇଁ ଆସୁଥିବା ବନ୍ଧୁ ପରିଜନଙ୍କୁ ମିଳିବ ବିଶେଷ ସୁବିଧା। ସ୍ବର୍ଗଦ୍ୱାର ପୁନରୁଦ୍ଧାର ସହ ଏହାର...

ଫନୀ: ବିଦ୍ୟୁତ୍‌ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍‌ଡିଆର୍‌ଏଫ୍‌ ନିୟମ କୋହଳ କରାଯାଉ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ...

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ବିଧାନସଭାରେ ପାରିତ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୦ ମଙ୍ଗଳବାର ବହୁ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ଏହି ବିଲ୍‌ ପାରିତ...

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ...

Coronavirus Update

Archives

Model This Week

Why Dharitri