ଆଜି ହାତକୁ ଦି’ ହାତ ହେବେ ପ୍ରଦୀପ ମାଝୀ: ବାନ୍ଧବୀଙ୍କୁ କରିବେ ଜୀବନସାଥୀ

ନବରଙ୍ଗପୁର,୧୨।୩(ସଦାଶିବ ପ୍ରହରାଜ):ନବରଙ୍ଗପୁର ପୂର୍ବତନ ଏମ୍‌ପି ତଥା ବିଜେଡି ବରିଷ୍ଠ ନେତା ପ୍ରଦୀପ ମାଝୀ ୧୨ ତାରିଖ ବୁଧବାର ବିବାହ କରିବେ। ସେ ନିଜ ବାନ୍ଧବୀ ସଙ୍ଗୀତା ସାହୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ସଙ୍ଗୀତାଙ୍କ ଘର କେନ୍ଦ୍ରାପଡ଼ା ଜିଲାରେ। ସେ ଭୁବନେଶ୍ୱରରେ ନିଜସ୍ବ ଡିଜିଟାଲ ମାର୍କେଟିଂ କାର୍ଯ୍ୟ କରୁଥିଲେ। ତେବେ ଉଭୟେ ଗୋଆସ୍ଥିତ ପଞ୍ଜିମ କେଡିନା ହାଉସ୍‌ରେ ଡେଷ୍ଟିନେଶନ ଓ୍ବେଡିଂ କରିବେ। ଉଭୟ ପରିବାର ଓ କେତେଜଣ ହାତ ଗଣତି ଲୋକ ହିଁ ଏହି ବିବାହ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଦୀପଙ୍କ ବାପା ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ଭଗବାନ ମାଝୀ, ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ଭାଇ ପ୍ରସନ୍ନ ମାଝୀ ପ୍ରମୁଖ ବିବାହରେ ସାମିଲହେବାକୁ ଗୋଆ ଯାତ୍ରା କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri