ଆଜି ରେକର୍ଡ ସଂଖ୍ୟକ ଆକ୍ରାନ୍ତ ସୁସ୍ଥ: କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୯।୮(ବ୍ୟୁରୋ)-ରାଜ୍ୟରେ ରବିବାର ରେକର୍ଡ ସଂଖ୍ୟକ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୪୩ କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪୦୨ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୧୦, କଟକରୁ ୧୩୧, କୋରାପୁଟରୁ ୧୨୮, ଗଜପତିରୁ ୧୧୧, ବାଲେଶ୍ୱରରୁ ୮୩, ଯାଜପୁରରୁ ୫୮, ସମ୍ବଲପୁର୪୯, ମାଲକାନଗିରିରୁ ୪୭, କନ୍ଧମାଳରୁ ୪୬, ରାୟଗଡ଼ାରୁ ୩୫, ନୟାଗଡ଼ରୁ ୩୩, ଭଦ୍ରକରୁ ୩୧, ଜଗତସିଂହପୁରରୁ ୨୭, କଳାହାଣ୍ଡିରୁ ୨୫, କେନ୍ଦୁଝରରୁ ୨୩, ଢେଙ୍କାନାଳରୁ ୨୧, ନବରଙ୍ଗପୁରରୁ ୧୫, ମୟୂରଭଞ୍ଜରୁ ୧୫, ପୁରୀରୁ ୧୪, ବଲାଙ୍ଗୀରରୁ ୧୦, କେନ୍ଦ୍ରାପଡ଼ାରୁ ୧୦, ସୋନପୁରରୁ ୭, ଝାରସୁଗୁଡ଼ାରୁ ୫, ସୁନ୍ଦରଗଡରୁ ୪, ବରଗଡରୁ ୨ ଓ ଅନୁଗୋଳରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୩୧୭୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

ଲାଞ୍ଚ ନେଉଥିଲେ RI, ମାଡ଼ି ବସିଲା ଭିଜିଲାନ୍ସ

ଭୁବନେଶ୍ୱର, ୫।୧୦: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର କେଶରୀ ନଗର ରାଜସ୍ୱ ନିରୀକ୍ଷକ (RI) ନିରଞ୍ଜନ ସିଂ। ସମ୍ପତ୍ତିର ମାଲିକାନାସ୍ୱତ୍ତ୍ୱ ପ୍ରଦାନ କରିବା…

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?