ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୫୯୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ସର୍ବାଧିକ ୧୫ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୬, ବରଗଡ଼ରୁ ୭, ଭଦ୍ରକରୁ ୪, କଟକରୁ ୩, ଦେବଗଡ଼ରୁ ୧, ଗଜପତିରୁ ୧, ଓ ଗଞ୍ଜାମରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪, ଯାଜପୁରର ୪, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମାଲକାନଗିରିରୁ ୧ଓ ମୟୂରଭଞ୍ଜରୁ ୮ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨, ସୁବର୍ଣ୍ଣପୁରରୁ ୧ , ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri