ଆଜି ରୁକ୍ମଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ ଅଫିସ,୧୧।୬: ଶ୍ରୀମନ୍ଦିରରେ ରୁକ୍କଣୀ ହରଣ ଏକାଦଶୀ ନୀତି ଶନିବାର ଅନୁଷ୍ଠିତ ହେବ। ଆଜି ରୁକ୍ମଣୀଙ୍କୁ ବିବାହ କରିବେ ମହାପ୍ରଭୁ । ଏଥିଲାଗି ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରାଯାଇଛି। ଶ୍ରୀମନ୍ଦିର ସିଂହଦ୍ବାରକୁ ସଜ୍ଜା ଯାଇଛି । ଗତକାଲି ମହାପ୍ରଭୁଙ୍କର ରାଜେନ୍ଦ୍ରାଭିଷେକ ନୀତି ହୋଇଯାଇଛି। ଅନ୍ୟପଟେ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଶ୍ରୀନହରଠାରୁ ଶ୍ରୀମନ୍ଦିର ସମ୍ମୁଖ ଅଞ୍ଚଳକୁ ଜିଗ ଜ୍ୟାଗ ବ୍ୟାରିକେଡ଼ କରାଯାଇଛି। ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri