ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜ୍ୟରେ ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୭ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୧ ଏବଂ ସୁନ୍ଦରଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୩, ବରଗଡ଼ ୧, ଭଦ୍ରକ ୩, କଟକ ୧, ଦେବଗଡ଼ ୨, ଗଜପତି ୩, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୪, କନ୍ଧମାଳ ୧ କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧, ମୟୂରଭଞ୍ଜ ୨, ନୟାଗଡ଼ ୧, ନୂଆପଡ଼ା ୧, ପୁରୀ ୪, ରାୟଗଡ଼ାରୁ ୧ ଏବଂ ସୋନପୁରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ବେଳେ ୧୩,୨୪,୦୩୬ ଜଣ ସୁସ୍ଥ ହୋଇଛନ୍ତି। ୧୧୪୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri