ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜ୍ୟରେ ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୭ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୧ ଏବଂ ସୁନ୍ଦରଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୩, ବରଗଡ଼ ୧, ଭଦ୍ରକ ୩, କଟକ ୧, ଦେବଗଡ଼ ୨, ଗଜପତି ୩, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୪, କନ୍ଧମାଳ ୧ କେନ୍ଦ୍ରାପଡ଼ା ୨, କେନ୍ଦୁଝର ୧, ମୟୂରଭଞ୍ଜ ୨, ନୟାଗଡ଼ ୧, ନୂଆପଡ଼ା ୧, ପୁରୀ ୪, ରାୟଗଡ଼ାରୁ ୧ ଏବଂ ସୋନପୁରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ବେଳେ ୧୩,୨୪,୦୩୬ ଜଣ ସୁସ୍ଥ ହୋଇଛନ୍ତି। ୧୧୪୮ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋପିକା ବର୍ମା ପାଇବେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର, ୨୪।୨ (ବ୍ୟୁରୋ):ଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ, ରାଜ୍ୟ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ...

‘ହସ୍ପିଟାଲରେ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖ’

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ...

ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ

ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍‌ଆର୍‌-୭ ରକେଟ୍‌ ଉତ୍‌କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ଜବାବ ତଲବ

ଯାଜପୁର ଅଫିସ,୨୦।୮: ଯାଜପୁର ଜିଲା ବିଞ୍ଝାରପୁର ଥାନା ମଧୁସୂଦନପୁର ପଞ୍ଚାୟତ ରଥସାହି ଗ୍ରାମର ୨ ବର୍ଷ ବୟସ୍କା ଶିଶୁକନ୍ୟା ପିହୁ ଓରଫ ଲକ୍ଷ୍ମୀନାରାୟଣ ନାୟକ ନିଖୋଜ...

ଆଜି ବିଜୟାଦଶମୀ: ମା’ଙ୍କ ଦର୍ଶନ ପାଇଁ ସବୁଠି ଭିଡ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ ଅର୍ଥାତ୍‌ ଆଜି ବିଜୟା ଦଶମୀ।  ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ।...

୬ ଯାଏ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ଯାଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ହେବାର...

ଚାକରାଣୀଙ୍କ ଛୁରା ମାଡ଼ରେ ବୃଦ୍ଧ ଗୁରୁତର

ଭୁବନେଶ୍ୱର, ୧୯ା୭(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କପିଳପ୍ରସାଦ ଅଞ୍ଚଳରେ ଚାକରାଣୀଙ୍କ ଛୁରା ମାଡ଼ରେ ଜଣେ ୯୦ ବର୍ଷୀୟ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ବେକ,...

ମନୁଷ୍ୟକୃତ ତ୍ରୁଟିରୁ ଦୁର୍ଘଟଣା ଚର୍ଚ୍ଚା

ବାଲେଶ୍ୱର/ବାହାନଗା,୨।୭(ମାନସ ବିଶ୍ୱାଳ/ ଅରୂପ କୁମାର ଦାସ)ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ଜୁଲାଇ ୨ତାରିଖ ରବିବାର ଏକ ମାସ ପୂରିବ। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ...

Advertisement
Archives

Model This Week