ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ଟଣା

ବାରିପଦା ଅଫିସ,୨।୭: ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ଟଣା ହେବ । କରୋନା ପାଇଁ ଦୁଇ ବର୍ଷ ଧରି ରଥଯାତ୍ରା ବନ୍ଦ ଥିବା ବେଳେ ଚଳିତବର୍ଷ ଭକ୍ତ ଭଗବାନ ଏକାଠି ହୋଇଛନ୍ତି। ପରମ୍ପରା ଅନୁଯାୟୀ ଶୁକ୍ରବାର ଏଠାରେ ଛେରା ପହଁରା ପରେ ଚତୁର୍ଦ୍ଧାମୂର୍ତ୍ତି ରଥ ଉପରେ ବିଜେ କରିଛନ୍ତି।
ମହାପ୍ରଭୁଙ୍କ ପହଣ୍ଡି ବିଜେ କାର୍ଯ୍ୟକ୍ରମ ବିଳମ୍ବରେ ଆରମ୍ଭ ହୋଇଥିଲା ।ଅପରାହ୍ନ ୫ଟା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୋଟି ପହଣ୍ଡି ଆରମ୍ଭ ହୋଇ ରାତି ୮ଟା ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥାରୁଢ ହୋଇଥିଲେ । ଏହାପରେ ମା ଅମ୍ବିକାଙ୍କ ଠାରୁ ଆଜ୍ଞାମାଳ ନେଇ ଦାସୀ ତିନି ରଥ ପରିକ୍ରମା କରିଥିଲେ। ଶୁକ୍ରବାର ରଥ ଉପରେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ମହାପ୍ରଭୁ ଭକ୍ତମାନଙ୍କୁ ଦର୍ଶନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡବିନ୍ଧାର କାରଣ ପାଲଟିଲାଣି କରୋନା: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କୋଭିଡ୍‌ ସ୍ଥିତି ନେଇ ସମୀକ୍ଷା କଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୧।୫ : ଦିନକୁ ଦିନ ଖୋର୍ଦ୍ଧା ଜିଲାରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହରରେ ଜିଲାରେ ସଂକ୍ରମଣ ହାର...

ଗଞ୍ଜେଇ ବୋଝେଇ ଗାଡ଼ିରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ମାଲକାନଗିରି,୨୦।୧:(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର ସକାଳେ ଏକ ଗାଡ଼ି ଦୁର୍ଘଟଣା ଘଟି ସେଥିରେ ନିଆଁ ଲାଗିଯାଇଛି। ଖବରପାଇ...

ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସପ୍ତାହକ ମଧ୍ୟରେ କ୍ଷୟକ୍ଷତି ଆକଳନ

ପୁରୀ ଅଫିସ,୧୬ା୫: ବାତ୍ୟା କ୍ଷତିଗ୍ରସ୍ତ ପୁରୀ ଜିଲାରେ ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବୁଧବାର ଅପରାହ୍ନରେ...

ଧର୍ମେନ୍ଦ୍ରଙ୍କୁ କଳାପତାକା ଦେଖାଇଲା କଂଗ୍ରେସ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଯୁବ କଂଗ୍ରେସ କର୍ମୀମାନେ ଚନ୍ଦ୍ରଶେଖରପୁର ସ୍ଥିତ ଏକ ଘରୋଇ ହସ୍ପିଟାଲ ରାସ୍ତାରେ କେନ୍ଦ୍ରମନ୍ତ୍ରୀ...

ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ: ଆଜି ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍‌ବୁଲ ଯୋଗୁ କେତେ କ୍ଷୟକ୍ଷତି ହୋଇଛି ତା’ର ଆକଳନ କରିବା ଲାଗି କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟର ଏକ ପ୍ରତିନିଧି ଦଳ ଆସନ୍ତା...

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ...

ମାର୍ଶାଘାଇରେ କାଳବୈଶାଖୀର ତାଣ୍ଡବ

ମାର୍ଶାଘାଇ,୨୨।୩(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୨ଟାରୁ ସାଢେ ୩ଟା ପର୍ଯ୍ୟନ୍ତ କାଳବୈଶାଖୀର ତାଣ୍ଡବ ସାଙ୍ଗକୁ କୁଆପଥର ବର୍ଷା ହୋଇଯାଇଛି। ପ୍ରବଳ...

ସରକାରୀ ଜମିରେ ଛତୁଆ ପ୍ରସ୍ତୁତି କେନ୍ଦ୍ର: ତହସିଲ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ

କେନ୍ଦୁଝର,୧୨।୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କୁମୁଣ୍ଡି ପଞ୍ଚାୟତ ତଳଜାଗର ଡୁମୁରିଡିହି ସାହିରେ ସରକାରୀ ଜମିରେ ବେଆଇନ ଭାବେ ଛତୁଆ ପ୍ରସ୍ତୁତି କେନ୍ଦ୍ର ହୋଇଥିବା ଅଭିଯୋଗ...

Advertisement
Archives

Model This Week