ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାନ କରିବେ। ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଏହା ଉଦ୍‌ଯାପିତ ହେବ। ମେଳାରେ ମୋଟ ୭୦୦ଷ୍ଟଲ ପଡ଼ିବ। ମହୋତ୍ସବରେ ଓଡ଼ିଶା ସମେତ ଦେଶ ବିଦେଶର ବହୁ ପ୍ରତିଷ୍ଠିତ ପ୍ରକାଶକ, ବିତରକ ଓ ବିକ୍ରେତା ଯୋଗ ଦେଉଛନ୍ତି। ଏହି ଅବସରରେ ବିଭିନ୍ନ ସାହିତି୍ୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ପ୍ରତ୍ୟେହ ଅପରାହ୍ନ ୨ଟାରୁ ରାତି ୯ ପର୍ଯ୍ୟନ୍ତ ମହୋତ୍ସବ ଚାଲିବ। ଏଥିସହ ପ୍ରତିଦିନ ସାହିତ୍ୟ ଆସର ଅନୁଷ୍ଠିତ ହେବ। ୨ବର୍ଷ ପରେ ମେଳା ଅନୁଷ୍ଠିତ ହେଉଥିବାରୁ ଲେଖକ, ପାଠକ ଓ ପ୍ରକାଶକଙ୍କ ମନରେ ଆନନ୍ଦ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri