ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାନ କରିବେ। ସେହିପରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଏହା ଉଦ୍‌ଯାପିତ ହେବ। ମେଳାରେ ମୋଟ ୭୦୦ଷ୍ଟଲ ପଡ଼ିବ। ମହୋତ୍ସବରେ ଓଡ଼ିଶା ସମେତ ଦେଶ ବିଦେଶର ବହୁ ପ୍ରତିଷ୍ଠିତ ପ୍ରକାଶକ, ବିତରକ ଓ ବିକ୍ରେତା ଯୋଗ ଦେଉଛନ୍ତି। ଏହି ଅବସରରେ ବିଭିନ୍ନ ସାହିତି୍ୟକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ପ୍ରତ୍ୟେହ ଅପରାହ୍ନ ୨ଟାରୁ ରାତି ୯ ପର୍ଯ୍ୟନ୍ତ ମହୋତ୍ସବ ଚାଲିବ। ଏଥିସହ ପ୍ରତିଦିନ ସାହିତ୍ୟ ଆସର ଅନୁଷ୍ଠିତ ହେବ। ୨ବର୍ଷ ପରେ ମେଳା ଅନୁଷ୍ଠିତ ହେଉଥିବାରୁ ଲେଖକ, ପାଠକ ଓ ପ୍ରକାଶକଙ୍କ ମନରେ ଆନନ୍ଦ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨...

ସିବିଆଇକୁ ଦିଆଯିବ ଭକ୍ତଙ୍କ ଦସ୍ତଖତପତ୍ର

ପୁରୀ ଅଫିସ,୯।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆରବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛି। ବ୍ୟାଙ୍କର ଆର୍ଥତ୍କ ସ୍ଥିତି ବିଗିଡ଼ି ଥିବାରୁ...

ପୋଲାଭରମ୍‌ କାର୍ଯ୍ୟ ବନ୍ଦ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର, ୨।୭(ବ୍ୟୁରୋ) ପୋଲାଭରମ ପ୍ରକଳ୍ପର କାର୍ଯ୍ୟ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ...

ଗାଁଦାଣ୍ଡରେ ବନ୍ୟାଜଳ

ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା...

କିରୋସିନ ବଣ୍ଟନରେ ଅନିୟମିତତା

ବାସୁଦେବପୁର, ୨୯।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ରିଟେଲର କିରୋସିନ ବଣ୍ଟନରେ ଅନିୟମିତତା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ...

ଓଡ଼ିଶାରେ ୭୬୦ କଲରାପତରିଆ ବାଘ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ...

ଦିଆସିଲି କାଠିରେ ସାଇକେଲ ପ୍ରତିକୃତି

ପୁରୀ ଅଫିସ,୩।୬: ଜୁନ ୩ ତାରିଖକୁ ସାରା ବିଶ୍ୱରେ ୱାର୍ଲଡ ସାଇକେଲ ଦିବସ ଭାବେ ପାଳନ କରାଯାଏ। ସାଇକେଲ ଚଳାଇବା ଦ୍ୱାରା ସ୍ବାସ୍ଥ୍ୟ ଠିକ ରହିବା...

ସକାଳଠୁ ରାତି ପର୍ଯ୍ୟନ୍ତ ପୋଲିସ ନାକେଦମ୍‌

ଭୁବନେଶ୍ୱର/ବାଲିଅନ୍ତା,(ଡି.ଏନ୍‌.ଏ.),୧୯ା୧୦: ଚାଷୀଙ୍କ ବିଭିନ୍ନ ଦାବି ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ନବନିର୍ମାଣ କୃଷକ ସଙ୍ଗଠନର ଆନ୍ଦୋଳନ ପାଇଁ ମଙ୍ଗଳବାର କମିଶନରେଟ ପୋଲିସ ସକାଳଠାରୁ ରାତି ପର୍ଯ୍ୟନ୍ତ...

Advertisement
Archives

Model This Week