ଆଜି ରାଜ୍ୟରେ ରେକର୍ଡ ୮,୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ରେକର୍ଡ ୮୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୮୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିର ଜିଲାରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨୩୩, ସୁନ୍ଦରଗଡ଼ରୁ ୯୩୩, ଝାରସୁଗୁଡ଼ାରୁ ୪୩୩, ବରଗଡ଼ରୁ ୨୫୭, କଳାହାଣ୍ଡି ଜିଲାରୁ ୧୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର ଜିଲାରୁ ୧୭୫, ଅନୁଗୋଳ ଜିଲାରୁ ୩୪୭, ପୁରୀରୁ୨୫୯, ଗଞ୍ଜାମରୁ ୨୦୯, ନବରଙ୍ଗପୁରରୁ ୩୮୮, କଟକରୁ ୪୯୬, ସମ୍ବଲପୁରରୁ ୩୦୭, ମୟୂରଭଞ୍ଜରୁ ୨୮୯, ନୟାଗଡ଼ରୁ ୧୨୨, ଯାଜପୁରରୁ ୨୭୦, ରାୟଗଡ଼ାରୁ ୭୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲାରୁ ୯୬, କୋରାପୁଟ ଜିଲାରୁ ୬୯, ସୁବର୍ଣ୍ଣପୁରରୁ ୬୭, ଷ୍ଟେଟ ପୁଲ- ୩୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୫୧୫ କୁ ବୃଦ୍ଧି ପାଇଛି। ଆକ୍ଟିଭ ୫୫,୨୪୫ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୭୧ ହଜାର ୨୦୦। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ ପ୍ରତିବାଦରେ ରାହୁଲ-ପ୍ରିୟଙ୍କା ଗାନ୍ଧୀଙ୍କ ପଦଯାତ୍ରା, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚି…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିନିଧୀ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ମଧ୍ୟରେ ସୋମବାର ଏକ ସାକ୍ଷାତ ହୋଇଛି। ସୂତ୍ରରୁ ଜଣାପଡିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri