ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୦୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବଲାଙ୍ଗିର ଜିଲାରୁ ୪୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩୦୪, ସୁନ୍ଦରଗଡ଼ରୁ ୭୪୫, ଝାରସୁଗୁଡ଼ାରୁ ୪୧୧, ବରଗଡ଼ରୁ ୪୨୩, କଳାହାଣ୍ଡି ଜିଲାରୁ ୧୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କେନ୍ଦୁଝର ଜିଲାରୁ ୧୬୦, ଅନୁଗୋଳ ଜିଲାରୁ ୩୨୫, ପୁରୀରୁ ୫୧୪, ଗଞ୍ଜାମରୁ ୧୯୮, ନବରଙ୍ଗପୁରରୁ ୩୬୮, କଟକରୁ ୫୭୦, ସମ୍ବଲପୁରରୁ ୪୧୦, ମୟୂରଭଞ୍ଜରୁ ୨୨୦, ନୟାଗଡ଼ରୁ ୧୬୦, ଯାଜପୁରରୁ ୩୨୧, ରାୟଗଡ଼ାରୁ ୧୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲାରୁ ୧୨୫, କୋରାପୁଟ ଜିଲାରୁ ୧୧୩, ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରପଡାରୁ ୮୫, ଭଦ୍ରକରୁ ୧୦୨, ଦେବଗଡରୁ ୧୦୨ ଷ୍ଟେଟ ପୁଲ- ୨୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି। ଆକ୍ଟିଭ ୬୧,୬୯୮ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୭୮୦ ହଜାର ୪୦୦। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?