ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ ସର୍ବାଧିକ ୧୧୩୩ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରୁ ୧୦୧୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୮୫୯ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି ସୁନ୍ଦରଗଡ ଜିଲା। ଏଠାରୁ ୭୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର ୪୦୦, ବରଗଡ ୩୬୭, ବଲାଙ୍ଗୀର ୧୬୬, ବଉଦ ୨୬୧, ଦେବଗଡ ୧୦୩, ଢେଙ୍କାନାଳ ୩୫୧, ଗଜପତି ୬୭, ଗଞ୍ଜାମ ୧୫୫ ଏବଂ ଜଗତସିଂହପୁରରୁ ୩୩୦ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଯାଜପୁରରୁ ୫୬୪, ଝାରସୁଗୁଡା ୨୨୮, କଳାହାଣ୍ଡି ୪୦୭, କନ୍ଧମାଳ ୧୦୩, କେନ୍ଦ୍ରାପଡା ୩୦୯, କେନ୍ଦୁଝର ୨୦୦, ଖୋର୍ଦ୍ଧା ଜିଲାରୁ ୧୦୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ କୋରାପୁଟରୁ ୧୭୫, ମାଲକାନଗିରି ୯୮, ମୟୁରଭଞ୍ଜ ୬୬୨, ନବରଙ୍ଗପୁର ୩୨୨, ନୟାଗଡ ୨୪୬, ନୂଆପଡା ୪୪, ପୁରୀ ୪୩୦, ରାୟଗଡା ୧୭୭, ସମ୍ବଳପୁର ୩୭୯, ସୋନପୁର ୨୦୪ ଏବଂ ଷ୍ଟେଟପୁଲରୁ ୨୦୩ ଜଣ ନୂଆ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩ ହଜାର ୪୪୧କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୧୧ ହଜାର ୨୬୨ ଜଣ ଥିବା ବେଳେ ସୁସ୍ଥ ହେଲେଣି ୫ ଲକ୍ଷ ୮୯ ହଜାର ୨୬୨ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri