ରାଜ୍ୟରେ ଆଜି ୧୧,୭୬୯ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୭୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୧୧୪ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୨୧ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। ଏଠାରୁ ୯୯୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୮୨୩ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି ସୁନ୍ଦରଗଡ ଜିଲା। ଏଠାରୁ ୬୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ ଜିଲାରୁ ୨୫୭ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୪୬୧, ବଲାଙ୍ଗିରରୁ ୧୭୦, ବୌଦ୍ଧରୁ ୨୦୬, ଦେବଗଡ ୮୬, ଢେଙ୍କାନାଳରୁ ୪୪୧, ଗଜପତିରୁ ୭୬, ଗଞ୍ଜାମରୁ ୧୫୮, ଜଗତସିଂହପୁରରୁ ୩୧୫, ଝାରସୁଗୁଡା ୧୮୪, କଳାହାଣ୍ଡିରୁ ୩୫୨, କନ୍ଧମାଳରୁ ୧୪୧, କେନ୍ଦ୍ରାପଡା ୧୯୮, କେନ୍ଦୁଝରରୁ ୧୩୩, ଖୋର୍ଦ୍ଧା ୨୦୨, କୋରାପୁଟରୁ ୨୧୮, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୨୪୯, ନବରଙ୍ଗପୁରରୁ ୩୦୦, ନୟାଗଡ ୩୧୬, ନୂଆପଡା ୫୪, ପୁରୀରୁ ୪୬୨, ରାୟଗଡା ୨୨୩, ସମ୍ବଲପୁରରୁ ୪୨ ଓ ସୋନପୁର ଜିଲାରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ ପୁଲରୁ ୩୩୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩ ହଜାର ୪୪୧କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୧୧ ହଜାର ୨୬୨ ଜଣ ଥିବା ବେଳେ ସୁସ୍ଥ ହେଲେଣି ୫ ଲକ୍ଷ ୮୯ ହଜାର ୨୬୨ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

‘https://twitter.com/IPR_Odisha/status/1397386707536801793


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ଶେଷରେ କ୍ଷମା ମାଗିଲେ ଅଭିଜିତ୍‌ ଦୀପକେ: କହିଲେ, ଧର୍ମେନ୍ଦ୍ର ପ୍ରଧାନଙ୍କ ପାଇଁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ଦଳର ମୁଖ୍ୟ ଅଭିଜିତ୍‌ ଦୀପକେ ମଙ୍ଗଳବାର ଜନ୍ତର ମନ୍ତରରେ ପହଞ୍ଚିଛନ୍ତି। ସେ ତାଙ୍କ ସମର୍ଥକମାନଙ୍କୁ କ୍ଷମା ମାଗିଛନ୍ତି। Xରେ ସେ ଲେଖିଛନ୍ତି, ମୁଁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

ଏହି ଦଳରୁ ନିର୍ବାଚନ ଲଢିବେ CJP ମୁଖ୍ୟ ଅଭିଜିତ ଦୀପକେ? ଭାଜପା ନେତାଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୨୧।୭: ଭାଜପା ନେତା ନିଶିକାନ୍ତ ଦୁବେ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ଦୁବେ ଉତ୍ତର ପ୍ରଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri