ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୬ ହଜାର ୦୭୪ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୪ଜଣ ଥିବା ଜଣାପଡିଛି। ସେହିପରି କଟକ ୧୫୦, ମୟୁରଭଞ୍ଜ ୯୨, ବରଗଡ ୬୩, ଭଦ୍ରକ ୪୬, ବାଲେଶ୍ୱର ୭୩, ବଲାଙ୍ଗୀର-୬୩,ବୌଦ୍ଧ-୧୨, ଯାଜପୁର ୭୨, ରାୟଗଡାରୁ ୧୪, ନବରଙ୍ଗପୁର ୪୧, କେନ୍ଦ୍ରାପଡା ୫୧, କୋରାପୁଟ ୫୪, ଜଗତସିଂହପୁର ୯୯, ଢେଙ୍କାନାଳରୁ ୪୮, ଝାରସୁଗୁଡା ୪୮, ଅନୁଗୋଳ ୧୦୬, ନୂଆପଡା ୬୩, ସମ୍ବଲପୁର ୫୦, ସୁନ୍ଦରଗଡ ୯୯, ସୋନପୁର୨୦ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri