ଆଜି ରାଜ୍ୟରେ ପୁଣି ୨୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୫୯ ହଜାର ୫୪୧ରେ ପହଞ୍ଚିଛି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୮୫ଜଣ ଥିବା ଜଣାପଡିଛି। ସେହିପରି କଟକ ୨୦୯, ମୟୁରଭଞ୍ଜ ୧୨୨, ବରଗଡ ୯୦, ଭଦ୍ରକ ୫୦, ବାଲେଶ୍ୱର ୧୬୪, ଯାଜପୁର ୧୧୩, ରାୟଗଡାରୁ ୨୧, ନବରଙ୍ଗପୁର ୬୦, କେନ୍ଦ୍ରାପଡା ୭୦, କୋରାପୁଟ ୩୧, ଜଗତସିଂହପୁର ୮୪, ଢେଙ୍କାନାଳରୁ ୩୩, ଝାରସୁଗୁଡା ୫୭, ଅନୁଗୋଳ ୨୧୬, ନୂଆପଡା ୯୫, ସମ୍ବଲପୁର ୪୯, ସୁନ୍ଦରଗଡ ୧୮୬, ସୋନପୁର ୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଟାଙ୍କିରେ ଗଲା ଜୀବନ

ଫୁଲବାଣୀ ଅଫିସ, ୩୧।୫: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ପିଟବାରୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ...

ସମୁଦ୍ରକୁ ମାଛ ମାରିବାକୁ ଯାଇଥିବା ଧୀବରଙ୍କ ଜାଲରେ ପଡ଼ିଲା କୁମ୍ଭୀର

ବାହାନଗା,୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ରୂପଖଣ୍ଡ ସମୁଦ୍ର ମଧ୍ୟରେ ରବିବାର ଧୀବରମାନଙ୍କ ଜାଲରେ ଏକ ବଉଳା କୁମ୍ଭୀର ପଡ଼ିଛି। ଭୋର ସମୟରେ ସମୁଦ୍ର ମଧ୍ୟକୁ...

ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସାମର...

ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ...

ମିଳୁନି ସାଧାରଣ ସୁବିଧା: ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

ରାଇକିଆ,୨୭।୩(ଡି.ଏନ୍‌.ଏ.): ରାସ୍ତା ନାହିଁ। ୫ କି.ମି ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚିହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର...

ଆଜି ରାଜ୍ୟରୁ ୪୮୨ ପଜିଟିଭ୍‌ ଚିହ୍ନଟ, ୧୩,୨୪,୦୬୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଶେଷ ପର୍ଯ୍ୟାୟରେ ଚାରିନାହାକା କାମ

ପୁରୀ ଅଫିସ,୨୩ା୫: ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋର୍‌ଦାର ଚାଲିଛି। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ରଥଖଳାରେ କାମ ଜାରି ରହିଥିବାବେଳେ ଶୁକ୍ରବାର...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୫,୫୯୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

Advertisement
Archives

Model This Week