କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୮,୨୧୬ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୮,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪,୬୮୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୫୩୨ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୨୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରୁ ୬୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଜିଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ, ଦେବଗଡ଼ରୁ ୯୮, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରିରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୯ ହଜାର ୭୫୨କୁ ବୃଦ୍ଧି ପାଇଛି। ଆକ୍ଟିଭ ୭୩,୫୪୮ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୪ ହଜାର ୦୬୩। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?