ରାଜ୍ୟରେ ଆଜି ୮,୩୯୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୭୪୧ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩୬୫୮ଟି ହେଉଛି ଲୋକାଲ କେସ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ ଥିବା ବେଳେ କଟକରୁ ୭୬୬, ଯାଜପୁରରୁ ୫୧୪, ମୟୂରଭଞ୍ଜରୁ ୪୮୫, ପୁରୀରୁ ୪୭୫, ସୁନ୍ଦରଗଡ ୪୭୭ ଓ ଅନୁଗୋଳରୁ ୪୬୮ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ୨୪୦ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, ଦେବଗଡ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଝାରସୁଗୁଡା ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡା ୨୧୦, କେନ୍ଦୁଝରରୁ ୧୮୬, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ନବରଙ୍ଗପୁରରୁ ୨୦୦, ନୟାଗଡା ୨୨୩, ନୂଆପଡା ୩୪, ରାୟଗଡା ୨୯୨, ସମ୍ବଲପୁରରୁ ୧୪୩ ଓ ସୋନପୁରରୁ ୧୪୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି।
୮୩୯୯ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୯୨ ହଜାର ୦୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ୮୭ ହଜାର ୨୨୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri