କାଲିଠୁ ଦର୍ଶନ ଦେବେନି ଶ୍ରୀଜିଉ: ଆଜି ବଡ଼ଦାଣ୍ଡରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୮ା୧: ଶନିବାର ଶ୍ରୀକ୍ଷେତ୍ରରେ ପ୍ରବଳ ଜନଗହଳି ଦେଖିବାକୁ ମିଳିଛି। ରବିବାରଠାରୁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ଶ୍ରୀମନ୍ଦିର ବନ୍ଦ ରହୁଥିବାରୁ ଆଜି ଶ୍ରୀଜିଉଙ୍କ ଦର୍ଶନ ଲାଗି ଏପରି ଜନସମୁଦ୍ର ଦେଖିବାକୁ ମିଳିଛି। ମରିରିକୋଟ ଛକଠାରୁ ସିଂହଦ୍ୱାର ଯାଏ ଏହି ଭିଡ଼ ଲାଗିଛି। ଆଜି ଦିନକ ପାଇଁ ଦର୍ଶନ ସୁଯୋଗ ରହିଥିବାରୁ ଏପରି ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଐତିହ୍ୟ ଆବିଷ୍କାର, ସଂରକ୍ଷଣକୁ ଗୁରୁତ୍ୱ ନାହିଁ

ଭୁବନେଶ୍ୱର,୧୮।୪(ଶର୍ମିଷ୍ଠା ପାଣିଗ୍ରାହୀ)ଓଡ଼ିଶା କଳା, ସଂସ୍କୃତି, ଐତିହ୍ୟରେ ସମୃଦ୍ଧ। ପ୍ରତିଟି ଜିଲାରେ ରହିଛି ଅନନ୍ୟ ଐତିହ୍ୟର ପରିଚୟ। ମାତ୍ର ଭୁବନେଶ୍ୱର, କୋଣାର୍କ, ପୁରୀ ଆଦି କେତୋଟି ସ୍ଥାନକୁ...

ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି...

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ...

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩...

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି।  ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri