ଗ୍ରହ ମିଳନ: ଆଜି ଶୁକ୍ର, ବୃହସ୍ପତି ନିକଟତର ଦେଖାଯିବ

ଭୁବନେଶ୍ୱର,୧।୩(ବ୍ୟୁରୋ): ଦୁଇ ଉଜ୍ଜ୍ୱଳ ଗ୍ରହ ଶୁକ୍ର ଏବଂ ବୃହସ୍ପତି ବୁଧବାର ସନ୍ଧ୍ୟାରେ ଖୁବ୍‌ ନିକଟତର ଦେଖାଯିବ। ଫେବୃୟାରୀ ଶେଷ ସପ୍ତାହରେ ସବୁଦିନ ସନ୍ଧ୍ୟାରେ ପ୍ରାୟ ଏକଘଣ୍ଟା ଧରି ଏହି ଦୁଇ ଉଜ୍ଜ୍ୱଳ ଗ୍ରହ ପଶ୍ଚିମ ଆକାଶରେ ପାଖାପାଖି ଦେଖାଯାଉଥିଲେ। ଯାହାକୁ ଖାଲି ଆଖିରେ ଦେଖିହେଉଥିଲା। ଧୀରେ ଧୀରେ ଏହି ଗ୍ରହ ଦୁଇଟି ନିକଟତର ହେଉଥିବାବେଳେ ବୁଧବାର ଖୁବ୍‌ ନିକଟତର ଦେଖାଯିବ ବୋଲି ଭୁବନେଶ୍ୱର ପଠାଣି ସାମନ୍ତ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହା ଏକ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ, ଯାହାକୁ ଖାଲି ଆଖିରେ ଦେଖିହେବ। ଓଡ଼ିଶା ତଥା ଭାରତର ସବୁ ଅଞ୍ଚଳରେ ଆକାଶ ମେଘ ମୁକ୍ତ ଥିଲେ ଏହାକୁ ଦେଖିହେବ। ସମସ୍ତେ ଏହି ସୁନ୍ଦର ଦୃଶ୍ୟକୁ ଉପଭୋଗ କରିବାକୁ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ରୋଗୀ ସଂଖ୍ୟା, ବ୍ୟବସ୍ଥା ନାହିଁ

ବାଲେଶ୍ୱର ଅଫିସ, ୧୬।୯(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଡାକ୍ତର, କର୍ମଚାରୀ, ପାରାମେଡିକାଲ ଷ୍ଟାଫ୍‌ଙ୍କ ଅଭାବ ରହିଛି।...

ଫିଟ୍‌ନେସ୍‌ ନ ଥିବା ସ୍କୁଲ୍‌ ବସ୍‌ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର,୮।୭(ବ୍ୟୁରୋ) : କୋମଳମତି ପିଲାଙ୍କ ଜୀବନ ସହ ଖେଳ ଖେଳୁଛନ୍ତି ଘରୋଇ ସ୍କୁଲ୍‌ କର୍ତ୍ତୃପକ୍ଷ। ସ୍କୁଲ୍‌ ବସ୍‌ଗୁଡ଼ିକରେ ପିଲାଙ୍କୁ ଅତି ବିପଜ୍ଜନକ ଅବସ୍ଥାରେ ନେବା ଆଣିବା...

ଜାତିଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକାସାଙ୍ଗରେ ଏହି ଗଣନା କରାଯିବ। ଶନିବାର ରାଜ୍ୟ କ୍ୟାବିନେଟ୍‌ରେ...

ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା,...

୨୯ରେ ଦିଲ୍ଲୀ ଯାଇପାରନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ପର୍ଯ୍ୟନ୍ତ ଚାଲିବ। ତେବେ ଏହା ଭିତରେ ଅର୍ଥାତ୍‌ ଆସନ୍ତା ୨୯...

କଟକରେ ବିକ୍ଷୋଭ, ଉତ୍ତେଜନା

କଟକ ଅଫିସ, ୧୮ା୬:  ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ବିଶେଷକରି ଏହା ହିଂସାତ୍ମକ ରୂପ ଧାରଣ...

ନଗଡ଼ା ହେବ ଇକୋ ଟ୍ୟୁରିଜମ: ଶକ୍ତିମନ୍ତ୍ରୀ

କାଳିଆପାଣି,୧୪ା୧୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ ନଗଡାକୁ ଇକୋ ଟ୍ୟୁରିଜମ ବା ପରିବେଶ ପର୍ଯ୍ୟଟନଭାବେ ପରିଣତ କରିବାକୁ ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଘୋଷଣା କରିଛନ୍ତି। ଶୁକ୍ରବାର ମନ୍ତ୍ରୀ...

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି। ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା...

Advertisement
Archives

Model This Week